ତୃତୀୟ ଟି-ଟ୍ୱେଣ୍ଟି ପାଇଁ ଟିମ୍ ଘୋଷଣା; ତିନି ଜଣ ବାଦ୍ ପଡ଼ିଲେ

ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି-ଟ୍ୱେଣ୍ଟି ମ୍ୟାଚ୍ ରବିବାର ଦିନ ଚେନ୍ନାଇରେ ଖେଳାଯିବ। ତା’ପୂର୍ବରୁ ଆଜି ଭାରତୀୟ ଦଳ ଘୋଷଣା କରାଯାଇଛି। ଟିମ୍‌ରୁ କୁଲଦୀପ ଯାଦବ, ଯଶପ୍ରୀତ ବୁମ୍‌ରା ଓ ଉମେଶ ଯାଦବଙ୍କୁ ବାଦ୍ ଦିଆଯାଇଛି। ସେମାନଙ୍କୁ ବିଶ୍ରାମ ଦିଆଯାଇଥିବା ବେଳେ ସିଦ୍ଧାର୍ଥ କୌଲ୍‌ଙ୍କୁ ଟିମ୍‌ରେ ସାମିଲ କରାଯାଇଛି। ବର୍ତ୍ତମାନ ସୁଦ୍ଧା କୌଲ୍‌ ଦୁଇଟି ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳିଛନ୍ତି। ତା’ଛଡ଼ା ସେ ତିନିଟି ଦିନିକିଆ ମ୍ୟାଚ୍ ମଧ୍ୟ ଖେଳିଛନ୍ତି। ବିସିସିଆଇ ପକ୍ଷରୁ ପ୍ରେସ୍ ରିଲିଜ୍ […]

783

783

Jitendra Garnayak
  • Published: Friday, 09 November 2018
  • Updated: 09 November 2018, 02:21 PM IST

Sports

Latest News

ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି-ଟ୍ୱେଣ୍ଟି ମ୍ୟାଚ୍ ରବିବାର ଦିନ ଚେନ୍ନାଇରେ ଖେଳାଯିବ। ତା’ପୂର୍ବରୁ ଆଜି ଭାରତୀୟ ଦଳ ଘୋଷଣା କରାଯାଇଛି।

ଟିମ୍‌ରୁ କୁଲଦୀପ ଯାଦବ, ଯଶପ୍ରୀତ ବୁମ୍‌ରା ଓ ଉମେଶ ଯାଦବଙ୍କୁ ବାଦ୍ ଦିଆଯାଇଛି। ସେମାନଙ୍କୁ ବିଶ୍ରାମ ଦିଆଯାଇଥିବା ବେଳେ ସିଦ୍ଧାର୍ଥ କୌଲ୍‌ଙ୍କୁ ଟିମ୍‌ରେ ସାମିଲ କରାଯାଇଛି। ବର୍ତ୍ତମାନ ସୁଦ୍ଧା କୌଲ୍‌ ଦୁଇଟି ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳିଛନ୍ତି। ତା’ଛଡ଼ା ସେ ତିନିଟି ଦିନିକିଆ ମ୍ୟାଚ୍ ମଧ୍ୟ ଖେଳିଛନ୍ତି।

ବିସିସିଆଇ ପକ୍ଷରୁ ପ୍ରେସ୍ ରିଲିଜ୍ ମାଧ୍ୟମରେ କୁହାଯାଇଛି ଯେ ଅଷ୍ଟ୍ରେଲିଆ ଗସ୍ତକୁ ଦୃଷ୍ଟିରେ ରଖି କୁଲ୍‌ଦୀପ, ବୁମ୍‌ରା ଓ ଉମେଶ ଯାଦବଙ୍କୁ ବିଶ୍ରାମ ଦିଆଯାଇଛି।

ଭାରତୀୟ ଦଳ- ରୋହିତ ଶର୍ମା (ଅଧିନାୟକ), ଶିଖର ଧାୱନ, କେଏଲ୍‌ ରାହୁଲ, ଦୀନେଶ କାର୍ତ୍ତିକ, ମନୀଷ ପାଣ୍ଡେ, ଶ୍ରେୟସ୍ ଆୟର, ଋଷଭ ପନ୍ତ (ୱିକେଟ୍ କିପର), କ୍ରୁନାଲ୍ ପାଣ୍ଡ୍ୟା, ୱାଶିଂଟନ ସୁନ୍ଦର, ୟୁଜଭେନ୍ଦ୍ର ଚହଲ, ଭୁବନେଶ୍ୱର କୁମାର, ଖଲୀଲ ଅହମଦ, ଶାହବାଜ ନଦୀମ ଓ ସିଦ୍ଧାର୍ଥ କୌଲ୍‌।

ତିନିଟି ମ୍ୟାଚ୍ ବିଶିଷ୍ଟ ଏହି ସିରିଜ୍‌ରେ ଭାରତ ୨-୦ରେ ଆଗୁଆ ରହିଛି। ତୃତୀୟ ମ୍ୟାଚ୍‌କୁ ଜିତି ଭାରତ ସିରିଜ୍‌କୁ ୩-୦ରେ ପୋଛି ନେବାକୁ ଲକ୍ଷ୍ୟ ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story