ତୃତୀୟ ଅଲ୍ ଇଣ୍ଡିଆ ଫିଡେ ରେଟିଂ ଚେସ୍ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକ ଜବାହାରଲାଲ ନେହେରୁ ଇଣ୍ତୋର ଷ୍ଟାଡ଼ିୟମରେ ଆଜିଠାରୁ ଆରମ୍ଭ ହୋଇଛି ତୃତୀୟ ଅଲ୍ ଇଣ୍ଡିଆ ଫିଡେ ରେଟିଂ ଚେସ୍ ଟୁର୍ଣ୍ଣାମେଣ୍ଟ। ଆଇଏସ୍ ଚେସ୍ ସେଣ୍ଟର୍ ଓ କଟକ ଜିଲ୍ଲା ଚେସ୍ ଆସୋସିଏସନ୍ ଆନୁକୂଲ୍ୟରେ ଆରମ୍ଭ ହୋଇଛି ଏହି ଟୁର୍ଣ୍ଣାମେଣ୍ଟ। ତିନି ଧରି ଚାଲିବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରାୟ ୩୮୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ଏମାନଙ୍କ ମଧ୍ୟରେ ୭୦ ଜଣ ମହିଳା ପ୍ରତିଯୋଗୀ ଭାଗ ନେଇଛନ୍ତି। ୯ଟି ରାଉଣ୍ଡରେ […]

chess

chess

Rakesh Mallick
  • Published: Friday, 25 March 2016
  • Updated: 25 March 2016, 12:14 PM IST

Sports

Latest News

chessକଟକ: କଟକ ଜବାହାରଲାଲ ନେହେରୁ ଇଣ୍ତୋର ଷ୍ଟାଡ଼ିୟମରେ ଆଜିଠାରୁ ଆରମ୍ଭ ହୋଇଛି ତୃତୀୟ ଅଲ୍ ଇଣ୍ଡିଆ ଫିଡେ ରେଟିଂ ଚେସ୍ ଟୁର୍ଣ୍ଣାମେଣ୍ଟ। ଆଇଏସ୍ ଚେସ୍ ସେଣ୍ଟର୍ ଓ କଟକ ଜିଲ୍ଲା ଚେସ୍ ଆସୋସିଏସନ୍ ଆନୁକୂଲ୍ୟରେ ଆରମ୍ଭ ହୋଇଛି ଏହି ଟୁର୍ଣ୍ଣାମେଣ୍ଟ। ତିନି ଧରି ଚାଲିବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରାୟ ୩୮୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ଏମାନଙ୍କ ମଧ୍ୟରେ ୭୦ ଜଣ ମହିଳା ପ୍ରତିଯୋଗୀ ଭାଗ ନେଇଛନ୍ତି। ୯ଟି ରାଉଣ୍ଡରେ ଏହି ଟୁର୍ଣ୍ଣାମେଣ୍ଟ ଖେଳାଯିବ। ଏହି ଟୁର୍ଣ୍ଣାମେଣ୍ଟରେ ଓଡ଼ିଶା ଖେଳାଳିମାନେ ବେଶ୍ ଉପକୃତ ହେବେ ବୋଲି ଆୟୋଜକମାନେ ଆଶା ରଖିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos