ବିଶ୍ୱକପ୍‌ ହକି ପାଇଁ ଟିକେଟ୍ ବିକ୍ରି ଆରମ୍ଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଶ୍ୱକପ୍ ହକି ପାଇଁ ଆଜିଠୁ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି। କଳିଙ୍ଗ ଷ୍ଟାଡିୟମ୍‌ର ୯ ନମ୍ବର ଗେଟ୍ ନିକଟ କାଉଣ୍ଟରରେ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି। ଦିନ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଟିକେଟ୍ ବିକ୍ରି ଚାଲିବ। ଭୁବନେଶ୍ୱରର ୧୮ଟି ସ୍ଥାନ ସହିତ ଓ କଟକରେ ଦୁଇଟି ଜାଗାରେ ବି ଟିକେଟ୍ ବିକ୍ରି ବ୍ୟବସ୍ଥା ହୋଇଛି। ଲିଗ୍ ପର୍ଯ୍ୟାୟ ମ୍ୟାଚ୍ ଲାଗି ଟିକେଟର ମୂଲ୍ୟ ୧୦୦ ଓ ୨୦୦ ଟଙ୍କା ରହିଛି। ନକଆଉଟ୍, […]

vt

vt

Jitendra Garnayak
  • Published: Monday, 05 November 2018
  • Updated: 05 November 2018, 12:23 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଶ୍ୱକପ୍ ହକି ପାଇଁ ଆଜିଠୁ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି। କଳିଙ୍ଗ ଷ୍ଟାଡିୟମ୍‌ର ୯ ନମ୍ବର ଗେଟ୍ ନିକଟ କାଉଣ୍ଟରରେ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି। ଦିନ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଟିକେଟ୍ ବିକ୍ରି ଚାଲିବ।

ଭୁବନେଶ୍ୱରର ୧୮ଟି ସ୍ଥାନ ସହିତ ଓ କଟକରେ ଦୁଇଟି ଜାଗାରେ ବି ଟିକେଟ୍ ବିକ୍ରି ବ୍ୟବସ୍ଥା ହୋଇଛି।

ଲିଗ୍ ପର୍ଯ୍ୟାୟ ମ୍ୟାଚ୍ ଲାଗି ଟିକେଟର ମୂଲ୍ୟ ୧୦୦ ଓ ୨୦୦ ଟଙ୍କା ରହିଛି। ନକଆଉଟ୍, ସେମି ଫାଇନାଲ୍ ଓ ଫାଇନାଲ ମ୍ୟାଚ୍ ବେଳକୁ ଟିକେଟ୍ ମୂଲ୍ୟ ୫୦ ଟଙ୍କା ବୃଦ୍ଧି ପାଇବ ବୋଲି ସୂଚନା ମିଳିଛି।

ଟିକେଟ୍ କିଣିବାକୁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story