ହକି ବିଶ୍ୱକପ୍ ଉଦ୍‌ଘାଟନୀ ଉତ୍ସବ ପାଇଁ ଆସନ୍ତା ସପ୍ତାହରୁ ଅନ୍‌ଲାଇନ୍‌ରେ ମିଳିବ ଟିକେଟ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଉଣ୍ଟରରେ ନୁହେଁ, ଅନ୍‌ଲାଇନ୍‌ରେ ମିଳିବ ପୁରୁଷ ହକି ବିଶ୍ୱକପ୍ ଉଦଘାଟନୀ ଉତ୍ସବର ଟିକେଟ୍। ଆସନ୍ତା ସପ୍ତାହରୁ ଏସବୁ ଟିକେଟ୍ ବିକ୍ରି ହେବ। ତେବେ ଟିକେଟ୍ ବିକ୍ରିର ୪୮ ଘଣ୍ଟା ପୂର୍ବରୁ ଏ ସମ୍ପର୍କରେ ସୂଚନା ଦିଆଯିବ। ଏଫ୍ଆଇଏଚ୍‌ର ସଭାପତି ନରିନ୍ଦର ଧ୍ରୁବ ବାତ୍ରା ଗତକାଲି ଅନୁଷ୍ଠିତ ଜେନେରାଲ୍ ବଡ଼ି ବୈଠକ ପରେ ଏହି ସୂଚନା ଦେଇଛନ୍ତି। ହକି ହକି ବିଶ୍ୱକପ୍‌ର ଉଦଘାଟନୀ ଉତ୍ସବ ୨ଟି ପର୍ଯ୍ୟାୟରେ ହେବ। ୨୭ ତାରିଖରେ କଳିଙ୍ଗ ଷ୍ଟାଡିୟମ୍‌ରେ […]

lakinga

lakinga

Jitendra Garnayak
  • Published: Saturday, 17 November 2018
  • Updated: 17 November 2018, 09:05 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କାଉଣ୍ଟରରେ ନୁହେଁ, ଅନ୍‌ଲାଇନ୍‌ରେ ମିଳିବ ପୁରୁଷ ହକି ବିଶ୍ୱକପ୍ ଉଦଘାଟନୀ ଉତ୍ସବର ଟିକେଟ୍। ଆସନ୍ତା ସପ୍ତାହରୁ ଏସବୁ ଟିକେଟ୍ ବିକ୍ରି ହେବ। ତେବେ ଟିକେଟ୍ ବିକ୍ରିର ୪୮ ଘଣ୍ଟା ପୂର୍ବରୁ ଏ ସମ୍ପର୍କରେ ସୂଚନା ଦିଆଯିବ। ଏଫ୍ଆଇଏଚ୍‌ର ସଭାପତି ନରିନ୍ଦର ଧ୍ରୁବ ବାତ୍ରା ଗତକାଲି ଅନୁଷ୍ଠିତ ଜେନେରାଲ୍ ବଡ଼ି ବୈଠକ ପରେ ଏହି ସୂଚନା ଦେଇଛନ୍ତି।

ହକି

ହକି ବିଶ୍ୱକପ୍‌ର ଉଦଘାଟନୀ ଉତ୍ସବ ୨ଟି ପର୍ଯ୍ୟାୟରେ ହେବ। ୨୭ ତାରିଖରେ କଳିଙ୍ଗ ଷ୍ଟାଡିୟମ୍‌ରେ ଏବଂ ୨୮ ତାରିଖରେ ବାରବାଟୀରେ ହେବ।

ଉଭୟ ସ୍ଥାନରେ ଓସ୍କାର ବିଜେତା ସଙ୍ଗୀତ ନିର୍ଦ୍ଦେଶକ ଏ.ଆର୍.ରହମାନଙ୍କ କାର୍ଯ୍ୟକ୍ରମ ଦେଖିବାକୁ ମିଳିବ। ତା’ ସହ ଅନେକ ବଡ଼ ବଡ଼ ସେଲିବ୍ରିଟି ମଧ୍ୟ ଉଭୟ କାର୍ଯ୍ୟକ୍ରମରେ ସାମିଲ ହେବେ।

କଳିଙ୍ଗ ଷ୍ଟାଡିୟମ୍‌ରେ ହେବାକୁ ଥିବା ଉଦ୍‌ଘାଟନୀ ଉତ୍ସବ ପାଇଁ ୧୦ ହଜାର ୫ଶହ ଟିକେଟ୍‌ ଏବଂ ବାରବାଟୀ ଉତ୍ସବ ପାଇଁ ୩୦ ହଜାର ଟିକେଟ୍ ବିକ୍ରି ହେବ।

ଦର୍ଶକଙ୍କ ସମାଗମକୁ ଦୃଷ୍ଟିରେ ରଖି କଟକ ଏବଂ ଭୁବନେଶ୍ୱରରେ ୨ଟି ପର୍ଯ୍ୟାୟରେ ଉଦଘାଟନୀ ଉତ୍ସବର ଆୟୋଜନ କରାଯାଇଛି ବୋଲି ନରେନ୍ଦ୍ର ବାତ୍ରା ସୂଚନା ଦେଇଛନ୍ତି।

ଉଦ୍‌ଘାଟନ ଉତ୍ସବ ଏବଂ ମ୍ୟାଚ୍ ଗୁଡ଼ିକର ସିଧାପ୍ରସାରଣ ଦେଖିବା ପାଇଁ ଦର୍ଶକଙ୍କ ଉଦ୍ଦେଶ୍ୟରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଏଲ୍‌ସିଡି ଲାଗିବ ବୋଲି ରାଜ୍ୟ କ୍ରୀଡ଼ାମନ୍ତ୍ରୀ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story