ଆଣ୍ଟିଗୁଆ:ୟୁଏଇରେ ହେବାକୁ ଥିବା ପାକିସ୍ତାନ ବିପକ୍ଷ ସିରିଜ୍ରେ ୱେଷ୍ଟଇଣ୍ଡିଜର ବ୍ୟାଟିଂ କୋଚ୍ ଭାବେ ୱେଷ୍ଟ ଇଣ୍ଡିଜ୍ କ୍ରିକେଟ ବୋର୍ଡ (ଡବ୍ଲ୍ୟୁଆଇସିବି) ପକ୍ଷରୁ ନିଯୁକ୍ତି ପାଇଛନ୍ତି ପୂର୍ବତନ ବ୍ୟାଟ୍ସମ୍ୟାନ୍ ଟୋବି ରାଡଫୋର୍ଡ। ମୁଖ୍ୟକୋଚ୍ ଫିଲ୍ସ ସିମନ୍ସଙ୍କ ବହିଷ୍କାର ପରେ ସେ ବ୍ୟାଟିଂ କୋଚ୍ ଭାବେ ନିଯୁକ୍ତି ପାଇଛନ୍ତି।
ଡବ୍ଲ୍ୟୁଆଇସିବି ସିଇଓ ମିଚେଲ ମୁରିରହେଡ୍ କହିଛନ୍ତି,“ପାକିସ୍ତାନ ବିପକ୍ଷ ସିରିଜ୍ ପାଇଁ ରାଡ୍ଫୋର୍ଡଙ୍କୁ ନିଯୁକ୍ତି ଦିଆଯାଇଛି। ଆସନ୍ତା ୨୩ ତାରିଖରୁ ପାକିସ୍ତାନ ବିପକ୍ଷରେ ଦଳ ୩ଟି ଟି-୨୦, ୩ଟି ଦିନିକିଆ ଓ ୩ଟି ଟେଷ୍ଟ ମ୍ୟାଚ୍ ଖେଳିବ। ତାଙ୍କ ସହ ଆମର କେବଳ ଏହି ସିରିଜ୍ ପାଇଁ ଚୁକ୍ତି ହୋଇଛି। ରାଡ୍ଫୋଡ ଦଳର ଯୁବବର୍ଗଙ୍କୁ ଭଲ ଭାବେ ଜାଣିଛନ୍ତି, ଆମେ ଆଶା କରୁଛି ଦଳ ଏହି ସିରିଜ୍ ରେଭଲ ପ୍ରଦର୍ଶନ କରିବ।”
୨୦୧୨ ବିଶ୍ୱକପ୍ ଟି-୨୦ ଜିତିଥିବା ୱେଷ୍ଟ ଇଣ୍ଡିଜ୍ ଦଳର ମୁଖ୍ୟ କୋଚ୍ ଓଟିସ୍ ଗିବ୍ସସନ୍ ମୁଖ୍ୟ କୋଚ୍ ଥିବା ବେଳେ ସହକାରୀ କୋଚ୍ ଥିଲେ ଟୋବି ରାଡଫୋର୍ଡ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅସୁସ୍ଥ ସିନ୍ଦେ ଏବେ ଗାଁରେ, ଆଜି ନେଇ ପାରନ୍ତି ବଡ଼ ନିଷ୍ପତ୍ତି
ଏକନାଥ ସିନ୍ଦେ ଅସୁସ୍ଥ ଅଛନ୍ତି। ତାଙ୍କୁ ଜ୍ୱର ଓ ଥଣ୍ଡା ହୋଇଛି। ଏହି କାରଣରୁ ସେ ନିଜ ପୈତୃକ ଗାଁକୁ ଯାଇଥିବା ଶିବସେନା ସ୍ପଷ୍ଟ କରିଛି।
National
ବସ୍ରେ ଡିବେଟ ଦେଖୁଥିଲେ ଯାତ୍ରୀ, ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ହେଲା ନୋଟିସ୍
ସରକାରୀ ବସ୍ରେ ଚାଲିଥିବା ଏକ ଡିବେଟ କାର୍ଯ୍ୟକ୍ରମରେ ଜଣେ ଯାତ୍ରୀ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଶୁଣୁଥିବା ବେଳେ ତାହାକୁ ନେଇ ଆରମ୍ଭ ହୋଇଛି ତମ୍ବିତୋଫାନ୍ । ଏନେଇ ଉଭୟ ବସ୍ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ନୋଟିସ୍ ହୋଇଛି।
National
ମହିଳାଙ୍କ ଚୁଟି କାଟି କଳା ବୋଳିଦେଲେ, ଗଛରେ ବାନ୍ଧି ଦେଲେ ଗରମ ଚେଙ୍କ
ସର୍ବ ସମ୍ମୁଖରେ ମହିଳାଙ୍କ ଚୁଟି କାଟିଦେଲେ। ମୁହଁରେ କଳା ବୋଳିଦେଲେ। ସେତିକିରେ ସରିଲାନି ନିର୍ଯାତନାର କାହାଣୀ। ମହିଳାଙ୍କୁ ଗଛରେ ବାନ୍ଧି ଦୁଇ ଦିନ କାଳ ଦେଇ ଚାଲିଲେ ଗରମ ଚେଙ୍କ ।
National
କ୍ୟାନ୍ସର୍ ପାଇଁ 'ସ୍ପେଶାଲ ଡାଏଟ୍'କୁ ବିରୋଧ, ସିଦ୍ଧୁଙ୍କ ପତ୍ନୀଙ୍କୁ ୮୫୦ କୋଟିର ନୋଟିସ୍
ସ୍ପେଶାଲ୍ ଡାଏଟ୍ ସହାୟତାରେ କ୍ୟାନସରରୁ ସୁସ୍ଥ ହୋଇଥିବା ଦାବି କରିବା ପରେ, ନବଜୋତ କୌର ସିଦ୍ଧୁଙ୍କୁ ୮୫୦ କୋଟି ଟଙ୍କାର ନୋଟିସ୍ ପଠାଇଛି ଛତିଶଗଡ଼ ସିଭିଲ୍ ସୋସାଇଟି।
National
ମୋ’ ଦୁଇ ଛୁଆଙ୍କ ତଣ୍ଟି ଚିପି ଦେଲା ପତ୍ନୀ, ସ୍ୱାମୀ ଆଣିଲେ ସାଂଘାତିକ ଅଭିଯୋଗ
ମା’ଙ୍କ ଉପସ୍ଥିତିରେ ଘରୁ ମିଳିଲା ପୁଅଝିଅଙ୍କ ମୃତଦେହ। ରଶିରେ ବେକକୁ ଚିପି ଉଭୟଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।