ଆଜି ଭାରତ–ଦକ୍ଷିଣ ଆଫ୍ରିକା ମୁକାବିଲା

ମୁମ୍ବାଇ: ଚାମ୍ପିୟନ୍ସ ଟ୍ରଫିରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମୁକାବିଲା ହେବ। ଲଣ୍ଡନର ଓଭାଲ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ ଉଭୟଙ୍କ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ରହିଛି।  ଉଭୟ ଦୁଇଟି ମ୍ୟାଚରୁ ଗୋଟିଏ ଲେଖାଏଁ ମ୍ୟାଚ ଜିତିଥିବା ବେଳେ, ଏହି ମ୍ୟାଚରେ ଯେଉଁ ଦଳ ବିଜୟ ହାସଲ କରିବ ସେହି ଦଳ ସେମିଫାଇନାଲକୁ ପ୍ରବେଶ କରିବ।  ପ୍ରଥମ ମ୍ୟାଚରେ ଭାରତ ପାକିସ୍ତାନକୁ ହରାଇଥିବା ବେଳେ, ଦ୍ୱିତୀୟ ମ୍ୟାଚରେ ଦଳ ଶ୍ରୀଲଙ୍କାଠାରୁ ପରାସ୍ତ ହୋଇଥିଲା।

spotrs

spotrs

Rakesh Mallick
  • Published: Sunday, 11 June 2017
  • Updated: 11 June 2017, 08:28 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story