ନୂଆଦିଲ୍ଲୀ: ୧୭ ବର୍ଷରୁ କମ୍ ଫୁଟବଲ୍ ବିଶ୍ୱକପ୍ ସ୍କ୍ୱାର୍ଡ ପାଇଁ ଆଜି ୫ ଜଣ ସ୍କାଉଟ୍ ଛାତ୍ର ଭାରତୀୟ ଦଳରେ ମନୋନିତ ହୋଇଛନ୍ତି। ଏନେଇ ଆଜି ସୂଚନା ଦେଇଛନ୍ତି ଏଆଇଏଫ୍ଏଫ୍ର ସ୍କ୍ୱାଉଟିଂ ନିର୍ଦ୍ଦେଶକ ଅଭିଶେଖ ଯାଦବ୍।
ସେ କହିଛନ୍ତି,“୨ ଦିନିଆ କାର୍ଯ୍ୟକ୍ରମରେ ୨୫୦ ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ବଛାଯାଇଥିବା ୫ ଜଣ ହେଲେ ଅଗଷ୍ଟାସ୍ ନିକ୍ସନ୍, ଏନ୍ ଆନନ୍ଦ, ଅର୍ଜୁନ ସୁନୀଲ, ରିକ୍ସନ ଲୋବୋ ଓ ୟୁ.କେଲକର। ଏମାନେ ମ୍ୟାଚ୍ ପ୍ରସ୍ତୁତି ପାଇଁ ଦୁବାଇ ଯିବେ। ଜର୍ମାନୀରେ ଏହି ଖେଳାଳିମାନେ ୟୁ-୧୭ର ମୁଖ୍ୟ କୋଚ୍ ନିକୋଲାଇ ଆଡମ୍ଙ୍କ କ୍ୟାମ୍ପରେ ଯୋଗ ଦେଇ ପ୍ରଶିକ୍ଷଣ ନେବେ।”
ଏହି ୧୭-ବର୍ଷରୁ କମ୍ ବିଶ୍ୱକପ୍ ଆସନ୍ତା ବର୍ଷ ସେପ୍ଟେମ୍ବର-ଅକ୍ଟୋବରରେ ଭାରତରେ ଅନୁଷ୍ଠିତ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ଲାଟଫର୍ମରେ ଶୋଉଥିଲା, ଟ୍ରେନରେ ଦୁଷ୍କର୍ମ ପରେ ମାରୁଥିଲା
ଅଭିଯୁକ୍ତ ଜଣକ ବିଭିନ୍ନ ଷ୍ଟେସନର ପ୍ଲାଟଫର୍ମରେ ଶୋଉଥିଲା। ସୁବିଧା ଦେଖି ବିଭିନ୍ନ ଟ୍ରେନରେ ଚଢ଼ୁଥିଲା। ଏହି ସମୟରେ ଏକାକୀ ଯାତ୍ରା କରୁଥିବା ଲୋକଙ୍କୁ ସେ ଟାର୍ଗେଟ କରୁଥିଲା।
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।