ସିନ୍ଧୁଙ୍କୁ ସମ୍ବର୍ଦ୍ଧିତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ବିଶ୍ୱ ଚାମ୍ପିୟନଶିପର ବିଜେତା ଭାରତୀୟ ଶଟଲର୍ ପିଭି ସିନ୍ଧୁଙ୍କୁ ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବର୍ଦ୍ଧିତ କରିଛନ୍ତି। ସିନ୍ଧୁଙ୍କ ସହ ତାଙ୍କ ପିତା ପିଭି ରମଣ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ଶ୍ରୀ ପ୍ରଧାନ ସିନ୍ଧୁଙ୍କୁ ଦେଶର ଗୌରବ ବୋଲି ଅଭିହିତ କରିଥିଲେ। ଏହାବ୍ୟତିତ ଶ୍ରୀ ପ୍ରଧାନ ସିନ୍ଧୁଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ୨୦୨୦ ଅଲମ୍ପିକ୍ସ କ୍ରୀଡ଼ା ପାଇଁ ଶୁଭକାମନା ଜଣାଇଥିଲେ। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ଅବସରରେ ସିନ୍ଧୁ ଏବଂ […]

sindhu

sindhu

Ranjit Kumar Jena
  • Published: Wednesday, 04 September 2019
  • Updated: 04 September 2019, 05:17 PM IST

Sports

Latest News

ନୂଆଦିଲ୍ଲୀ: ବିଶ୍ୱ ଚାମ୍ପିୟନଶିପର ବିଜେତା ଭାରତୀୟ ଶଟଲର୍ ପିଭି ସିନ୍ଧୁଙ୍କୁ ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବର୍ଦ୍ଧିତ କରିଛନ୍ତି। ସିନ୍ଧୁଙ୍କ ସହ ତାଙ୍କ ପିତା ପିଭି ରମଣ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ଶ୍ରୀ ପ୍ରଧାନ ସିନ୍ଧୁଙ୍କୁ ଦେଶର ଗୌରବ ବୋଲି ଅଭିହିତ କରିଥିଲେ। ଏହାବ୍ୟତିତ ଶ୍ରୀ ପ୍ରଧାନ ସିନ୍ଧୁଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ୨୦୨୦ ଅଲମ୍ପିକ୍ସ କ୍ରୀଡ଼ା ପାଇଁ ଶୁଭକାମନା ଜଣାଇଥିଲେ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ଅବସରରେ ସିନ୍ଧୁ ଏବଂ ତାଙ୍କ ପିତାଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ନବକଳେବର ଅବସରରେ ଭାରତ ସରକାରଙ୍କ ଦ୍ୱାରା ଜାରି ହୋଇଥିବା ସ୍ମାରକ ମୁଦ୍ରା ଓ ଏକ ଓଡିଆ ସାଲ୍ ଉପହାରସ୍ୱରୂପ ପ୍ରଦାନ କରିଥିଲେ। ସିନ୍ଧୁଙ୍କୁ ଜଣେ ଆଗଧାଡିର ଯୁବ ପ୍ରତିଭା ଏବଂ ତାଙ୍କର ଉଦ୍ୟମ ସାମାଜିକ ପରିବର୍ତ୍ତନ କରିପାରିବ ବୋଲି ଶ୍ରୀ ପ୍ରଧାନ କହିଥିଲେ। ଏହାସହ ତାଙ୍କୁ ରାଷ୍ଟ୍ରୀୟ ମିଶନ ଏବଂ କାର୍ଯ୍ୟକ୍ରମ ଯଥା ସ୍ୱଚ୍ଛ ଭାରତ ମିଶନ, ଜଳଶକ୍ତି ଅଭିଯାନ ପରି କାର୍ଯ୍ୟକ୍ରମରେ ସହଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ।

ଶ୍ରୀ ପ୍ରଧାନଙ୍କ ସହ ଆଲୋଚନା ପରେ ସିନ୍ଧୁ ଖୁସିବ୍ୟକ୍ତ କରିବା ସହ ସମ୍ବର୍ଦ୍ଧିତ କରିବା ପାଇଁ ଶ୍ରୀ ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହାସହ ରାଷ୍ଟ୍ରୀୟ ଇସ୍ପାତ ନିଗମ ଲିମିଟେଡ (ଆରଆଇଏନ୍ଏଲ୍)କୁ ମଧ୍ୟ ସମର୍ଥନ ଦେବା ପାଇଁ ଧନ୍ୟବାଦ ଜଣାଇଥିଲେ। ଉଲ୍ଲେଖନୀୟ ଯେ, ସିନ୍ଧୁ ବର୍ତ୍ତମାନ ରାଷ୍ଟ୍ରୀୟ ଇସ୍ପାତ୍ ନିଗମ ଲିମିଟେଡର ବ୍ରାଣ୍ଡ ଆମ୍ବାସାଡର ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story