Advertisment

ବିଶାଳ ସ୍କୋର ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ, ବିରାଟ୍‌ ଓ ପୂଜାରାଙ୍କ ଅର୍ଦ୍ଧଶତକ

ଲଣ୍ଡନ୍‌: ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ୍‌ରେ ଭାରତର ଦବଦବା ଜାରି ରହିଛି। ପ୍ରଥମ ଇନିଂସ୍‌ରେ ୧୬୮ ରନ୍‌ର ଅଗ୍ରଣୀ ଲାଭ କରିଥିବା ଟିମ୍‌ ଇଣ୍ଡିଆ ଏବେ ବିଶାଳ ସ୍କୋର୍‌ ହାସଲ ଲକ୍ଷ୍ୟରେ ଆଗେଇ ଚାଲିଛି। ଅଧିନାୟକ ବିରାଟ୍‌ କୋହଲି ଆଜି ତାଙ୍କ ଟେଷ୍ଟ୍‌ କ୍ୟାରିୟରର ୧୯ ତମ ଅର୍ଦ୍ଧଶତକ ହାସଲ କରି ଇଂଲଣ୍ଡ ବୋଲ୍‌ରଙ୍କ ଉପରେ ଚାପ ପକାଇ ଚାଲିଛନ୍ତି। ସେହିପରି ଟେଷ୍ଟ୍‌ ସ୍ପେଶାଲିଷ୍ଟ୍‌ ଚେତେଶ୍ୱର ପୂଜାରା ମଧ୍ୟ ଅର୍ଦ୍ଧଶତକ ହାସଲ କରିଛି। ଶେଷ ଖବର […]

author-image
Sampad Mahapatra
ଅଦ୍ୟତନ ହୋଇଛି
ବିଶାଳ ସ୍କୋର ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ, ବିରାଟ୍‌ ଓ ପୂଜାରାଙ୍କ ଅର୍ଦ୍ଧଶତକ

uigqn3kc_cheteshwar-pujara-afp-_625x300_20_August_18

ଲଣ୍ଡନ୍‌: ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ୍‌ରେ ଭାରତର ଦବଦବା ଜାରି ରହିଛି। ପ୍ରଥମ ଇନିଂସ୍‌ରେ ୧୬୮ ରନ୍‌ର ଅଗ୍ରଣୀ ଲାଭ କରିଥିବା ଟିମ୍‌ ଇଣ୍ଡିଆ ଏବେ ବିଶାଳ ସ୍କୋର୍‌ ହାସଲ ଲକ୍ଷ୍ୟରେ ଆଗେଇ ଚାଲିଛି। ଅଧିନାୟକ ବିରାଟ୍‌ କୋହଲି ଆଜି ତାଙ୍କ ଟେଷ୍ଟ୍‌ କ୍ୟାରିୟରର ୧୯ ତମ ଅର୍ଦ୍ଧଶତକ ହାସଲ କରି ଇଂଲଣ୍ଡ ବୋଲ୍‌ରଙ୍କ ଉପରେ ଚାପ ପକାଇ ଚାଲିଛନ୍ତି। ସେହିପରି ଟେଷ୍ଟ୍‌ ସ୍ପେଶାଲିଷ୍ଟ୍‌ ଚେତେଶ୍ୱର ପୂଜାରା ମଧ୍ୟ ଅର୍ଦ୍ଧଶତକ ହାସଲ କରିଛି।

Advertisment

ଶେଷ ଖବର ସୁଦ୍ଧା ଟିମ୍‌ ଇଣ୍ଡିଆ ୨ ୱିକେଟ୍‌ ହରାଇ ୧୮୯ ରନ୍‌ କରିଛି।

ବିରାଟ୍‌ ୫୧ ଓ ପୂଜାରା ୫୫ ରନ୍‌ କରି ଅପରାଜିତ ରହିଛନ୍ତି। ସେହିପରି ଟିମ୍‌ ଇଣ୍ଡିଆ ଏବେ ୩୫୭ ରନ୍‌ର ଅଗ୍ରଣୀ ହାସଲ କରି ଦୃଢ଼ ସ୍ଥିତିରେ ପହଞ୍ଚିଛି।