ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓପନର୍ ବ୍ୟାଟ୍ସମ୍ୟାନ୍ ଶିଖର ଧୱନ ଖୁଲାସା କରିଛନ୍ତି ଯେ ଟିମ୍ ଇଣ୍ଡିଆର ତାଙ୍କର ସବୁଠୁ ପ୍ରିୟ ବନ୍ଧୁ କିଏ। ଧୱନଙ୍କ ଲିଷ୍ଟରେ ନା ଧୋନୀ ଅଛନ୍ତି ନା ରାଇନା କିମ୍ବା ଯୁବରାଜ। ଧୱନ କହିଛନ୍ତି ଟିମ୍ରେ ବିରାଟ, ରୋହିତ ଓ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ତାଙ୍କର ଭଲ ସମ୍ପର୍କ। ଧୱନ କହିଛନ୍ତି, ସେ ଯେତେବେଳେ ୧୭ ବର୍ଷ ବୟସରେ ହୋଇଥିଲେ ସେତେବେଳେ ସେ ବିରାଟଙ୍କୁ ଜାଣିଥିଲେ। ଆଗାମୀ ସପ୍ତାହରେ ଶ୍ରୀଲଙ୍କା ଓ ବାଂଲାଦେଶ ବିପକ୍ଷ ଟି-ଟ୍ୱେଣ୍ଟି ପାଇଁ ଧୱନ ଉପ ଅଧିନାୟକ ହୋଇଥିବା ବେଳେ ରୋହିତ ଶର୍ମାଙ୍କୁ ଅଧିନାୟକ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।
National
କାଲିଠୁ ମହାକୁମ୍ଭ ମେଳା, ଜମିଲାଣି ସାଧୁ ସନ୍ଥଙ୍କ ଭିଡ଼
ଦେଶର ସମସ୍ତ ପ୍ରମୁଖ ଆଖଡ଼ାରୁ ସାଧୁ ସନ୍ଥ ପହଞ୍ଚି ସାରିଲେଣି। ଆସନ୍ତାକାଲି ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି। ଏହି ଦୁଇ ଦିନ ହେବ ସାହି ସ୍ନାନ।
National
୨୦ରେ ଟ୍ରମ୍ପଙ୍କ ଶପଥ, ଯୋଗ ଦେବେ ଜୟଶଙ୍କର
ଟ୍ରମ୍ପଙ୍କ ଶପଥ ସମାରୋହରେ ଭାରତ ପକ୍ଷରୁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଅଂଶଗ୍ରହଣ କରିବେ।
National
ରାତି ସାରା ଷ୍ଟୋଭ୍ରେ ବସିଥିଲା ଛୋଲେ, ସକାଳୁ ଚାଲିଗଲା ଦୁଇ ଜୀବନ
ଶ୍ୱାସରୁଦ୍ଧ ହୋଇ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି।