ନାଗପୁର: ପୁଣି ଶତକ ମାରିଲେ ବିରାଟ କୋହଲି। ନାଗପୁରରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟର ତୃତୀୟ ଦିନରେ ଆଜି ସେ ଏହି ଶତକ ହାସଲ କରିଛନ୍ତି। ଟେଷ୍ଟରେ ଏହା ହେଉଛି ତାଙ୍କର ୧୯ତମ ଶତକ। ଖବର ଲେଖାଯିବା ସୁଦ୍ଧା ସେ ୧୫୦ଟି ବଲ୍ରୁ ୧୧୬ ରନ୍ କରି କ୍ରିଜ୍ରେ ଅଛନ୍ତି। ତାଙ୍କ ସହିତ ଚେତେଶ୍ୱର ପୂଜାରା ବି ଅଛନ୍ତି। ସେ ବି ଶତକ କରିଛନ୍ତି। ସେ ୧୪୨ ରନ୍ କରି ନଟ୍ଆଉଟ୍ ଅଛନ୍ତି। ଏହା ପୂର୍ବରୁ ବିଜୟ ମୂରଲୀ ମଧ୍ୟ ଶତକ ହାସଲ କରିଥିଲେ। ସେ ୧୨୮ ରନ୍ କରି ଆଉଟ୍ ହୋଇଥିଲେ।
ଶ୍ରୀଲଙ୍କା ପ୍ରଥମ ଇନିଂସରେ ୨୦୫ ରନ୍ କରିଥିବା ବେଳେ ଭାରତ ପ୍ରଥମ ଇନିଂସରେ ଦୁଇ ୱିକେଟ୍ ହରାଇ ୩୯୫ ରନ୍ ସଂଗ୍ରହ କରିସାରିଲାଣି। ଟିମ୍ ଇଣ୍ଡିଆ ଏକ ଦୃଢ଼ ସ୍ଥିତିରେ ପହଞ୍ଚିଗଲାଣି।
ସୂଚନାଯୋଗ୍ୟ, ପ୍ରଥମ ଟେଷ୍ଟର ଦ୍ୱିତୀୟ ଇନିଂସରେ ବିରାଟ ଶତକ ହାସଲ କରିଥିଲେ। ସେ ୧୦୪ ରନ୍ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।