୮ହଜାର ରନ୍ କ୍ଲବରେ ବିରାଟ୍

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ଷ୍ଟାର ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ଟି-୨୦ କ୍ରିକେଟରେ ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ ଟି-୨୦ କ୍ରିକେଟରେ ଦ୍ୱିତୀୟ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ୮ହଜାର ରନ୍ କ୍ଲବରେ ସାମିଲ ହୋଇଛନ୍ତି। ଶୁକ୍ରବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ଖେଳୁଥିବା ବିରାଟ କୋଲକାତା ନାଇଟ୍ ରାଇଡର୍ସ ବିପକ୍ଷ ମ୍ୟାଚରେ ୧୭ ରନ୍ କରିଥିବା ବେଳେ ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି। ଭାରତୀୟ ବ୍ୟାଟ୍ସମ୍ୟାନ୍ ଭାବେ ଟି-୨୦ରେ କ୍ରିକେଟରେ ସର୍ବାଧିକ ରନ୍ ସୁରେଶ ରାଇନା […]

virat

virat

Ranjit Kumar Jena
  • Published: Friday, 05 April 2019
  • Updated: 05 April 2019, 10:03 PM IST

Sports

Latest News

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ଷ୍ଟାର ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ଟି-୨୦ କ୍ରିକେଟରେ ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ ଟି-୨୦ କ୍ରିକେଟରେ ଦ୍ୱିତୀୟ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ୮ହଜାର ରନ୍ କ୍ଲବରେ ସାମିଲ ହୋଇଛନ୍ତି।

ଶୁକ୍ରବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ଖେଳୁଥିବା ବିରାଟ କୋଲକାତା ନାଇଟ୍ ରାଇଡର୍ସ ବିପକ୍ଷ ମ୍ୟାଚରେ ୧୭ ରନ୍ କରିଥିବା ବେଳେ ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି। ଭାରତୀୟ ବ୍ୟାଟ୍ସମ୍ୟାନ୍ ଭାବେ ଟି-୨୦ରେ କ୍ରିକେଟରେ ସର୍ବାଧିକ ରନ୍ ସୁରେଶ ରାଇନା କରିଛନ୍ତି।

ରାଇନା ୩୦୬ ମ୍ୟାଚ୍ ଖେଳି ୮୧୧୦ ରନ୍ କରିଛନ୍ତି। ତେବେ ବିରାଟ ମାତ୍ର ୨୫୬ ମ୍ୟାଚରେ ଦ୍ରୁତ ୮ହଜାର ରନ୍ ସଂଗ୍ରହକାରୀ ଭାରତୀୟ ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ବିରାଟଙ୍କ ନାମରେ ୬୭ ଟି-୨୦ ମ୍ୟାଚରେ ୨୨୬୩ ରନ୍ ରହିଛି।

ତେବେ ଟି-୨୦ କ୍ରିକେଟରେ ସର୍ବାଧିକ ରନର ବିଶ୍ୱରେକର୍ଡ ୱେଷ୍ଟଇଣ୍ଡିଜର କ୍ରିସ ଗେଲଙ୍କ ନାମରେ ରହିଛି। ଗେଲ ୩୭୪ ମ୍ୟାଚରେ ୧୨୪୫୭ ରନ୍ କରିଛନ୍ତି। ତାଙ୍କ ପଛରେ ନ୍ୟୁଜିଲ୍ୟାଣ୍ଡର ପୂର୍ବତନ କ୍ରିକେଟର ବ୍ରେଣ୍ଡନ ମ୍ୟାକକୁଲମ (୯୯୨୨ ରନ୍) ଦ୍ୱିତୀୟ ଏବଂ ୱିଣ୍ଡିଜର କାଇରନ୍ ପୋଲାର୍ଡ (୯୦୮୭ ରନ୍) ତୃତୀୟ ସ୍ଥାନରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story