ପୋର୍ଟ ଅଫ୍ ସ୍ପେନ୍: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଟିମ୍ ଇଣ୍ଡିଆ କ୍ୟାପଟେନ୍ ବିରାଟ୍ କୋହଲି ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ଦିନିକିଆରେ ଭାରତର ଦ୍ୱିତୀୟ ସର୍ବୋଚ୍ଚ ରନ୍ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ୍ ଭାବେ ପୂର୍ବତନ କ୍ୟାପଟେନ୍ ସୌରଭ ଗାଙ୍ଗୁଲିଙ୍କୁ ପଛରେ ପକାଇଛନ୍ତି।
୩୦ ବର୍ଷୀୟ ବିରାଟ୍ ଏବେ କେବଳ ସଚିନ ତେନ୍ଦୁଲକରଙ୍କ ପଛରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସଚିନ ଦିନିକିଆରେ ୧୮,୪୨୬ ରନ୍ କରିଛନ୍ତି। କୋହଲି ମାତ୍ର ୨୩୮ତମ ମ୍ୟାଚରେ ହିଁ ଗାଙ୍ଗୁଲିଙ୍କ ରେକର୍ଡକୁ ଭାଙ୍ଗିଛନ୍ତି। ଗାଙ୍ଗୁଲି ୩୧୧ ମ୍ୟାଚ୍ ଖେଳି ୧୧,୩୬୩ ରନ୍ କରିଥିଲେ।
ଭାରତର ଇନିଂସର ୩୨ତମ ଓଭରରେ ଜେସନ୍ ହୋଲ୍ଡରଙ୍କ ବଲରେ ଚୌକା ମାରି ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି। ଦିନିକିଆରେ ସର୍ବାଧିକ ରନ୍ ମାମଲାରେ ଭାରତର ରାହୁଲ୍ ଡ୍ରାଭିଡ୍ ୧୦,୮୮୯ ରନ୍ ଏବଂ ମହେନ୍ଦ୍ର ସିଂହ ଧୋନି ୧୦.୭୭୩ ରନ୍ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।
National
ହସ୍ପିଟାଲ ବେଡରେ ବିନୋଦ କାମ୍ବଲି
ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କିନ୍ତୁ ଏବେ ସେ ବିପଦ ମୁକ୍ତ ହୋଇ ନଥିବା ଆଇଏଏନଏସ୍ ପକ୍ଷରୁ ଏକ୍ସରେ ସୂଚନା ଦିଆଯାଇଛି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।