ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଇସିସି ଟେଷ୍ଟ ମାନ୍ୟତାର ଦ୍ୱିତୀୟ ସ୍ଥାନରେ ବିରାଟ କୋହଲି। ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରେ ୬ଶହରୁ ଅଧିକ ରନ୍ କରିବା ପରେ ବିରାଟ ଏହି ସଫଳତା ହାସଲ କରିଛନ୍ତି। ୮୯୩ ରେଟିଂ ପଏଣ୍ଟ ପାଇ ବିରାଟ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ ସ୍ମିଥଙ୍କ ପଛରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଷ୍ଟିଭ ସ୍ମିଥ ୯୩୮ ରେଟିଂ ପଏଣ୍ଟ ପାଇଛନ୍ତି।
ବିରାଟ କୋହଲି ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜର ୩ଟି ମ୍ୟାଚରୁ ୧୫୨ ଆଭେରେଜ୍ରେ ୬୧୦ରନ୍ ସଂଗ୍ରହ କରିଥିଲେ। ଅନ୍ୟ ଭାରତୀୟ ଭାବେ ଚେତେଶ୍ୱର ପୂଜାରା ୮୭୩ ରେଟିଂ ପଏଣ୍ଟ ପାଇଁ ଚତୁର୍ଥ ସ୍ଥାନରେ ଅଛନ୍ତି।
ଭାରତୀୟ ଅଧିନାୟକ ବିରାଟ କୋହଲି ଦିନିକିଆ ଏବଂ ଟି-୨୦ ମାନ୍ୟତାର ପ୍ରଥମ ସ୍ଥାନରେ ଅଛନ୍ତି। ସେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରେ ଭଲ ପ୍ରଦର୍ଶନ କଲେ ଏହି ଫର୍ମାଟ୍ରେ ପ୍ରଥମ ସ୍ଥାନ ହାସଲ ପୁଣି ଏକ ରେକର୍ଡର ସମକକ୍ଷ ହେବେ। ପୂର୍ବରୁ ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବଂ ପ୍ରାରମ୍ଭିକ ବ୍ୟାଟସ୍ମ୍ୟାନ୍ ମାଥ୍ୟୁ ହେଡେନ୍ ଏହି ବିଶ୍ୱ ରେକର୍ଡ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।