ମାଉଣ୍ଟ ମାଙ୍ଗାନୁଇ: ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଆଜି ଦ୍ୱିତୀୟ ଦିନିକିଆ ମ୍ୟାଚ୍ ଖେଳା ଯାଉଛି। ମାଉଣ୍ଟ ମାଙ୍ଗାନୁଇରେ ଖେଳା ଯାଉଥିବା ଏହି ମ୍ୟାଚ୍ରେ ଭାରତ ପ୍ରଥମେ ବ୍ୟାଟିଂ କରୁଛି। ଏଥିରେ ବିରାଟ କୋହଲି ୪୩ ରନ୍ କରି ଆଉଟ୍ ହୋଇଯାଇଛନ୍ତି। ସେ ୪୫ଟି ବଲ୍ରୁ ୫ଟି ଚୌକା ସହାୟତାରେ ଏହି ରନ୍ ସଂଗ୍ରହ କରିଥିଲେ।
ଟ୍ରେଣ୍ଟ ବୋଲ୍ଟଙ୍କ ଦ୍ୱାରା ସେ ସୋଧିଙ୍କ ହାତରେ କ୍ୟାଚ୍ ଆଉଟ୍ ହୋଇଥିଲେ। ସିରିଜ୍ର ପ୍ରଥମ ମ୍ୟାଚ୍ରେ କୋହଲି ୪୫ ରନ୍ କରି ଆଉଟ୍ ହୋଇଥିଲେ।
ଦୁଇ ଓପନର ରୋହିତ ଶର୍ମା ଓ ଶିଖର ଧୱନ ଯଥାକ୍ରମେ ୮୭ ଓ ୬୬ ରନ୍ କରି ଆଉଟ୍ ହୋଇଥିଲେ। ଏହି ଯୋଡ଼ି ପ୍ରଥମ ୱିକେଟ୍ରେ ୧୫୪ ରନ୍ କରିଥିଲେ। ୱିକେଟ୍ କିପର ମହେନ୍ଦ୍ର ସିଂହ ଧୋନି ଓ ଅମ୍ବାତି ରାୟୁଡୁ କ୍ରିଜ୍ରେ ଅଛନ୍ତି। ଶେଷ ଖବର ଲେଖାଯିବା ସୁଦ୍ଧା ଦଳ ୪୫.୩ ଓଭରରେ ୩ ୱିକେଟ୍ ହରାଇ ୨୭୧ରନ୍ କରିଛି।
୫ଟି ମ୍ୟାଚ୍ ବିଶିଷ୍ଟ ଏହି ସିରିଜ୍ର ପ୍ରଥମ ମ୍ୟାଚ୍ ନାପିଅରରେ ଖେଳା ଯାଇଥିଲା। ଏଥିରେ ଭାରତ ବିଜୟୀ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।