ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହମ୍ମଦ ସାମିଙ୍କ ଆଇପିଏଲ ଖେଳିବା ନେଇ ସାମ୍ବାଦିକଙ୍କ ପ୍ରଶ୍ନରେ ଉତ୍ତର ଦେଇ ରାଜୀବ ଶୁକ୍ଲା କହିଛନ୍ତି ବିସିସିଆଇର ଆଣ୍ଟି କରପସନ୍ ୟୁନିଟ୍ ତଦନ୍ତ କରୁଛି ଏବଂ ତଦନ୍ତ ରିପୋର୍ଟ ପରେ ଆଇପିଏଲ୍ରେ ସେ ଖେଳିବେ କି ନାହିଁ ଜଣାପଡ଼ିବ ବୋଲି ସେ କହିଛନ୍ତି। ଅନ୍ୟପଟେ ମହମ୍ମଦ ସାମି ଏସବୁ କଥାକୁ ପଛରେ ପକାଇ ଆଇପିଏଲ୍ ପାଇଁ ଆଭ୍ୟାସ ଆରମ୍ଭ କରିଛନ୍ତି।
ଆପଣଙ୍କୁ ଜଣାଇଦେବାକୁ ଚାହୁଁଛି ଯେ ନିଜ ପତ୍ନୀ ହସିନ୍ ଜାହାନ୍ ସାମିଙ୍କ ଉପରେ ଅଭିଯୋଗ ଆଣିଥିଲେ ଯେ ସାମି ମ୍ୟାଚ୍ ଫିକ୍ସିଂରେ ଜଡିତ ଏବଂ ସେ ପାକିସ୍ତାନର ଜଣେ ମାହିଳାଙ୍କ ଠାରୁ ଟଙ୍କା ଆଣିଛନ୍ତି। କେବଳ ଏତିକି ନୁହେଁ ମହମ୍ମଦ ସାମି ବିବାହିତ ହୋଇ ମଧ୍ୟ ଅନ୍ୟ ମହିଳାଙ୍କ ସହ ଅନୈତିକ ସମ୍ପର୍କ ରଖିଛନ୍ତି ଏବଂ ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ମଧ୍ୟ ଦେଉଛନ୍ତି ବୋଲି ହସିନ୍ ଜହାନ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଲାଞ୍ଚ ଅଭିଯୋଗକୁ ଆଦାନୀ ଗ୍ରୁପ୍ର ଖଣ୍ଡନ, କହିଲା- ଏହା ସମ୍ପୂର୍ଣ୍ଣ ମିଥ୍ୟା
ଆଦାନୀ ଗ୍ରୀନ ଏନର୍ଜୀ ଏକ ବୟାନ ଜାରି ଲାଞ୍ଚ ଅଭିଯୋଗକୁ ନେଇ ନିଜ ସ୍ପଷ୍ଟୀକରଣ ରଖିଛି।
National
ଟ୍ରକ୍କୁ ଧକ୍କା ଦେଲା କାର୍, ଚାଲିଗଲା ୫ ଡାକ୍ତରଙ୍କ ଜୀବନ
ଏହି ଦୁର୍ଘଟଣାରେ ୫ ଡାକ୍ତରଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।