ନୂଆଦିଲ୍ଲୀ: ଭାରତର ପୂର୍ବତନ କ୍ୟାପଟେନ୍ ତଥା ଲ୍ୟୁଟନାଣ୍ଟ କର୍ଣ୍ଣେଲ୍ ମହେନ୍ଦ୍ର ସିଂହ ଧୋନି ବର୍ତ୍ତମାନ କଶ୍ମୀର ଘାଟିରେ ଟେରିଟୋରିଆଲ୍ ଆର୍ମି ସହ କାର୍ଯ୍ୟରତ ଅଛନ୍ତି। ଗତ ୩୧ ତାରିଖରୁ ଧୋନି କଶ୍ମୀରରେ ଆର୍ମି ଡ୍ୟୁଟି ଆରମ୍ଭ କରିଦେଇଛନ୍ତି।
Lt. Colonel Mahendra Singh Dhoni spotted playing volleyball with his Para Territorial Battalion!💙😊
Video Courtesy : DB Creation #IndianArmy #MSDhoni #Dhoni pic.twitter.com/H6LwyC4ALb
— MS Dhoni Fans Official (@msdfansofficial) August 4, 2019
ଇତିମଧ୍ୟରେ ଧୋନି ସେଠାରେ ପାଞ୍ଚଦିନ ବିତାଇ ସାରିଲେଣି। ତେବେ ଆଜି ଧୋନିଙ୍କ ଏକ ଭିଡିଓ ଖୁବ୍ ଭାଇରାଲ୍ ହେବାରେ ଲାଗିଛି। ଏହି ଭିଡିଓରେ ଦେଖିବାକୁ ମିଳିଛି ଯେ ଧୋନି ନିଜ ସହକର୍ମୀଙ୍କ ସହ ଭଲିବଲ୍ ଖେଳୁଛନ୍ତି।
ୱେଷ୍ଟଇଣ୍ଡିଜ୍ ଗସ୍ତରୁ ବିରତି ନେଇ ଧୋନି ଆର୍ମିରେ ଯୋଗଦେବାକୁ ନିଷ୍ପତ୍ତି ନେଇଛନ୍ତି। ଧୋନି କ୍ରିକେଟରୁ ଦୁଇମାସ ଦୂରେଇ ରହିବେ। ଧୋନି ଆର୍ମି ସହ ଦୁଇ ସପ୍ତାହ ସମୟ ବିତାଇବେ। ଏହା ମଧ୍ୟରେ ଧୋନି ପାଟ୍ରୋଲିଂ ଓ କୋଷ୍ଟ ଗାର୍ଡ ଡ୍ୟୁଟି କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।
National
ହସ୍ପିଟାଲ ବେଡରେ ବିନୋଦ କାମ୍ବଲି
ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କିନ୍ତୁ ଏବେ ସେ ବିପଦ ମୁକ୍ତ ହୋଇ ନଥିବା ଆଇଏଏନଏସ୍ ପକ୍ଷରୁ ଏକ୍ସରେ ସୂଚନା ଦିଆଯାଇଛି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
National
ସ୍କୁଲ ଛାଡ଼ିବାକୁ ଯିବା ବେଳେ ୨ ନାବାଳକ ସାବତ ଭାଇଙ୍କ ତଣ୍ଟି କାଟିଦେଲା
ଅଭିଯୁକ୍ତ ନୀରଜ ଶର୍ମା ତା’ର ଦୁଇ ସାବତ ଭାଇଙ୍କୁ ବାଇକରେ ସ୍କୁଲ ଛାଡ଼ିବାକୁ ନେଇଥିଲା। କିନ୍ତୁ ସ୍କୁଲ ଯିବା ବଦଳରେ ସେ ଉଭୟଙ୍କୁ ଗୋଟିଏ ନିଛାଟିଆ ସ୍ଥାନକୁ ନେଇ ଯାଇଥିଲା। ସେଠାରେ ସେ ଉଭୟଙ୍କୁ ତଣ୍ଟି କାଟି ହତ୍ୟା କରିଥିଲା।
National
ଶେଖ ହସିନାଙ୍କୁ ଢାକା ପଠାଅ: ଭାରତକୁ ଚିଠି ଲେଖିଲା ବାଂଲାଦେଶ
ଢାକା ଭିତ୍ତିକ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି) ମାନବଜାତି ବିରୋଧରେ ଅପରାଧ ଓ ନରସଂହାର ଅଭିଯୋଗରେ ଶେଖ ହସିନା, ତାଙ୍କ ସରକାରରେ ଥିବା ମନ୍ତ୍ରୀ, ପରାମର୍ଶଦାତା, ପୂର୍ବତନ ସାମରିକ ଓ ବେସାମରିକ ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାଣି କରିଛନ୍ତି।