ସିଡନୀ: ଆଇସିସି ଟି-ଟ୍ୱେଣ୍ଟି ବିଶ୍ୱକପ୍ ବେଳକୁ ସେ ପୂରାପୂରି ଫିଟ୍ ହୋଇଯିବେ ବୋଲି କହିଛନ୍ତି ଅଷ୍ଟ୍ରେଲିଆର ଅଲ୍-ରାଉଣ୍ଡର ସେନ୍ ୱାଟସନ୍। ସୂଚନାଯୋଗ୍ୟ, ୱାଟସନ୍ଙ୍କ ତଳି ପେଟରେ ଆଘାତ ଲାଗିଛି।
ୱାଟସନ୍ କହିଛନ୍ତି ଯେ ବୋଲିଂ ଓ ବ୍ୟାଟିଂ କରିବାକୁ ତାଙ୍କୁ ଆଉ ଦୁଇ ସପ୍ତାହ ଲାଗିବ। ବିଶେଷ କିଛି ଅସୁବିଧା ହୋଇନାହିଁ। ଟି-ଟ୍ୱେଣ୍ଟି ବିଶ୍ୱକପ୍ ପୂର୍ବରୁ ପୂରା ଫିଟ୍ ହୋଇଯିବା ନେଇ ତାଙ୍କର ବିଶ୍ୱାସ ରହିଛି।
ଟି-ଟ୍ୱେଣ୍ଟି ବିଶ୍ୱକପ୍ ଭାରତରେ ଆସନ୍ତା ମାର୍ଚ୍ଚ ୮ରୁ ଏପ୍ରିଲ୍ ୩ ତାରିଖ ପର୍ଯ୍ୟନ୍ତ ଖେଳାଯିବ। ଏଥିପାଇଁ ଅଷ୍ଟ୍ରେଲିଆ ଘୋଷଣା କରିଥିବା ୧୫ ଜଣିଆ ଟିମ୍ରେ ୱାଟସନ୍ ମଧ୍ୟ ରହିଛନ୍ତି। ୱାଟସନ୍ଙ୍କ ସହିତ ଆରୋନ୍ ଫିଞ୍ଚ, ଜେମ୍ସ ଫକ୍ନର ଓ ନାଥମ କଲ୍ଟର-ନିଲେ ମଧ୍ୟ ଫୁଲ୍ ଫିଟ୍ନେସ୍ ପାଇଁ ଆଶା ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।