ବ୍ରହ୍ମପୁରରେ ରାଜ୍ୟସ୍ତରୀୟ ବିଦ୍ୟାଳୟ ଭାରୋତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବ୍ରହ୍ମପୁର ଷ୍ଟାଡିୟମ ପରିସରରେ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭାରୋତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏଥିରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଳାହାଣ୍ଡି ଆଦି ଜିଲ୍ଲାର ୧୬ଜଣ ବାଳକ ଓ ୧୬ଜଣ ବାଳିକା ଅଂଶ ଗ୍ରହଣ କରିଛନ୍ତି। ଜିଲ୍ଲା କ୍ରୀଡା ଅଧିକାରୀ ଅକ୍ଷୟ ପଟ୍ଟନାୟକ ଓ ଷ୍ଟାଡିୟମ ଅଧିକାରୀ ସଚିନ୍ଦ୍ର ମାଝିଙ୍କ ଉପସ୍ଥିତିରେ ବ୍ରହ୍ମପୁର ଉପଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ପ୍ରତିଯୋଗିତାର ଉଦଘାଟନ କରିଥିଲେ। ଏଥିରୁ ମନୋନୀତ ଖେଳାଳିମାନେ ଗୌହାଟିରେ ହେବାକୁ ଥିବା ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।

ଆହୁରି ପଢ଼ନ୍ତୁ

ସଚିନ ଓପନ କରନ୍ତି, ହେଲେ କାହିଁକି ପ୍ରଥମ ବଲ୍‌ ଷ୍ଟ୍ରାଇକ୍‌ କରନ୍ତି ନାହିଁ? ଗୁମର ଖୋଲିଲେ ଦାଦା

‘ଜଣେ କାହା ସହିତ କୌଣସି ସମୟରେ ପ୍ରେମରେ ପଡ଼ିପାରେ’

ବରିଷ୍ଠ ଖେଳାଳିଙ୍କୁ ଜେରା ପରେ ୨୦୧୧ ବିଶ୍ୱକପ୍ ଫିକ୍ସିଂ ଅଭିଯୋଗର ତଦନ୍ତ ଉପରେ ରୋକ ଲଗାଇଲା ଶ୍ରୀଲଙ୍କା

୨୦୧୧ ବିଶ୍ୱକପ ଫିକ୍ସିଂ ହୋଇଥିଲା କି? ସାଙ୍ଗାକାରାଙ୍କୁ ୧୦ ଘଣ୍ଟା ଜେରା

କୋଚଙ୍କ ବେକରେ ଛୁରୀ ଲଗାଇ ଦେଇଥିଲେ ପାକ୍‌ର ଏହି ପୂର୍ବତନ ବ୍ୟାଟସମ୍ୟାନ!

ପରଲୋକରେ ମହାନ କ୍ରିକେଟର ଏଭେରଟନ ଓ୍ୱିକେସ

ଆଇସିସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଶଶାଙ୍କ ମନୋହର

ରବି ଶାସ୍ତ୍ରୀଙ୍କୁ ପୂର୍ବତନ ପାକ୍‌ କ୍ରିକେଟରଙ୍କ ପ୍ରଶଂସା

କିଏ ହେବେ ଆଗାମୀ ଆଇସିସି ଅଧ୍ୟକ୍ଷ?

ଏସିଆ କପ୍ ୟୁଏଇ ଅବା ଶ୍ରୀଲଙ୍କାରେ ହେବ: ପିସିବି

ପୁଣି ୭ ପାକିସ୍ତାନ କ୍ରିକେଟରଙ୍କୁ କରୋନା, ସଂଖ୍ୟା ୧୦ ଛୁଇଁଲା

ଟେନିସ ତାରକା ଜୋକୋଭିଚ୍‌ଙ୍କୁ କରୋନା