ବ୍ରହ୍ମପୁରରେ ରାଜ୍ୟସ୍ତରୀୟ ବିଦ୍ୟାଳୟ ଭାରୋତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବ୍ରହ୍ମପୁର ଷ୍ଟାଡିୟମ ପରିସରରେ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭାରୋତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏଥିରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଳାହାଣ୍ଡି ଆଦି ଜିଲ୍ଲାର ୧୬ଜଣ ବାଳକ ଓ ୧୬ଜଣ ବାଳିକା ଅଂଶ ଗ୍ରହଣ କରିଛନ୍ତି। ଜିଲ୍ଲା କ୍ରୀଡା ଅଧିକାରୀ ଅକ୍ଷୟ ପଟ୍ଟନାୟକ ଓ ଷ୍ଟାଡିୟମ ଅଧିକାରୀ ସଚିନ୍ଦ୍ର ମାଝିଙ୍କ ଉପସ୍ଥିତିରେ ବ୍ରହ୍ମପୁର ଉପଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ପ୍ରତିଯୋଗିତାର ଉଦଘାଟନ କରିଥିଲେ। ଏଥିରୁ ମନୋନୀତ ଖେଳାଳିମାନେ ଗୌହାଟିରେ ହେବାକୁ ଥିବା ଜାତୀୟସ୍ତରୀୟ ପ୍ରତିଯୋଗିତାରେ […]

Rakesh Mallick
  • Published: Tuesday, 12 September 2017
  • , Updated: 12 September 2017, 11:03 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବ୍ରହ୍ମପୁର ଷ୍ଟାଡିୟମ ପରିସରରେ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭାରୋତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏଥିରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଳାହାଣ୍ଡି ଆଦି ଜିଲ୍ଲାର ୧୬ଜଣ ବାଳକ ଓ ୧୬ଜଣ ବାଳିକା ଅଂଶ ଗ୍ରହଣ କରିଛନ୍ତି। ଜିଲ୍ଲା କ୍ରୀଡା ଅଧିକାରୀ ଅକ୍ଷୟ ପଟ୍ଟନାୟକ ଓ ଷ୍ଟାଡିୟମ ଅଧିକାରୀ ସଚିନ୍ଦ୍ର ମାଝିଙ୍କ ଉପସ୍ଥିତିରେ ବ୍ରହ୍ମପୁର ଉପଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ପ୍ରତିଯୋଗିତାର ଉଦଘାଟନ କରିଥିଲେ। ଏଥିରୁ ମନୋନୀତ ଖେଳାଳିମାନେ ଗୌହାଟିରେ ହେବାକୁ ଥିବା ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।

Related story