ଲଣ୍ଡନ: ୱିମ୍ବଲଡନ ମହିଳା ଡବଲ ଫାଇନାଲରେ ସାନିଆ ମିର୍ଜାଙ୍କ ଐତିହାସିକ ବିଜୟ ପରେ ପୁରୁଷ ମିକ୍ସ ଡବଲରେ ଲିଆଣ୍ଡର ପେସ ଚାମ୍ପିୟନ ହୋଇଛନ୍ତି। ଗତକାଲି ଖେଳା ଯାଇଥିବା ମିକ୍ସଡ ଡବଲ୍ ଫାଇନାଲରେ ଲିଆଣ୍ଡର ପେସ୍ ଓ ମାଟିନା ହିଙ୍ଗିସ୍ ଯୋଡ଼ି ଆଲେକଜାଣ୍ଡର ପ୍ରେୟା ଓ ଟିମିଆ ବବୋସଙ୍କ ଯୋଡ଼ିଙ୍କୁ ସିଧାସଳଖ ୬-୧, ୬-୧ ସେଟରେ ପରାସ୍ତ କରିଛନ୍ତି। ସ୍ୱିଜରଲ୍ୟାଣ୍ଡ-ଭାରତ ଯୋଡ଼ି ହିଣ୍ଡିସ୍ ଓ ପେସ୍ ଫାଇନାଲ ମ୍ୟାଚରେ ସମ୍ପୂର୍ଣ୍ଣ ଆଧିପତ୍ୟ ବିସ୍ତାର କରିବା ସହ ୪୦ ମିନିଟରେ ପ୍ରତିପକ୍ଷ ଯୋଡ଼ିଙ୍କୁ ପରାସ୍ତ କରିଦେଇଥିଲେ। ଲିଆଣ୍ଡରଙ୍କ ଏହା ୧୬ ତମ ଗ୍ରାଣ୍ଡସ୍ଲାମ୍ ଟାଇଟଲ୍ ବିଜୟ ଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।