ୱିମ୍ବଲଡନ୍: ଭାରତ-ସ୍ୱିସ୍ ଯୋଡ଼ି ସାନିଆ ମୀର୍ଜା ଓ ମାର୍ଟିନା ହିଙ୍ଗିସ୍ ଶନିବାର ୱିମ୍ବଲଡନ୍ ମହିଳା ଡବଲ୍ସର ତୃତୀୟ ରାଉଣ୍ଡରେ ପହଞ୍ଚି ଯାଇଛନ୍ତି। ଜାପାନୀ-ଇଟାଲୀୟ ଯୋଡ଼ି କିମିକୋ ଡାଟେ ଓ ଫ୍ରାନସେସ୍କା ସିଆଭୋନେଙ୍କୁ ୬-୦, ୬-୧ ସେଟରେ ହରାଇ ସାନିଆ ଓ ହିଙ୍ଗିସ୍ ପହଞ୍ଚି ଯାଇଛନ୍ତି। ଏହି ଟପ୍ ସିଡ୍ ଯୋଡ଼ି ମାତ୍ର ୪୫ ମିନିଟରେ ମ୍ୟାଚକୁ ଜିତି ଯାଇଥିଲେ। ଆରମ୍ଭରୁ ହିଁ ଡାଟେ ଓ ସିଆଭୋନେଙ୍କ ଉପରେ ଭାରି ପଡ଼ିଥିଲେ ଏହି ଯୋଡ଼ି।
ପ୍ରଥମ ରାଉଣ୍ଡରେ ସାନିଆ ଓ ହିଙ୍ଗିସ୍ ଯୋଡ଼ି କାଜକାସ୍ତାନ-ଚୀନ ଯୋଡ଼ି ଜାରିନା ଦିୟା ଓ ଝେଙ୍ଗ ସାଇସାଇଙ୍କୁ ୬-୨,୬-୨ରେ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।
ସୂଚନାଯୋଗ୍ୟ, ଚଳିତ ୱିମ୍ବଲଡନ୍ ଗ୍ରାଣ୍ଡ୍ ସ୍ଲାମ୍ ଟେନିସ୍ ପ୍ରତିଯୋଗିତାରେ ସାନିଆ ମୀର୍ଜା ମହିଲା ଡବଲ୍ସରେ ଶୀର୍ଷ ସ୍ଥାନ ମାନ୍ୟତା ପାଇଛନ୍ତି। ଆଉ ଏଭଳି ଗୌରବ ପାଇବାରେ ସେ ବନିଯାଇଛନ୍ତି ଭାରତର ପ୍ରଥମ ମହିଳା ଟେନିସ୍ ଖେଳାଳି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦୁଇ ଶ୍ରମିକଙ୍କୁ ଅପହରଣ କରି ମାଗୁଥିଲେ ଟଙ୍କା, ବନ୍ଧା ହେଲେ ଦୁଇ ଯୁବକ
ଗତ ୫ ତାରିଖ ଦିନ ହାଡିଆପଠାରେ କିଛି ନିଶାସକ୍ତ ଯୁବକଙ୍କ ସହ ସେମାନଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଯୁବକମାନେ ଦୁଇ ଶ୍ରମିକଙ୍କୁ ଉଠାଇ ନେଇ ଯୋବ୍ରା ଅଞ୍ଚଳର ପରିତ୍ୟକ୍ତ ଘରେ ରଖିଥିଲେ।
Crime
ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ।
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Miscellaneous
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରାଜଧାନୀରେ ଜମିଲାଣି ଭିଭିଆଇପିଙ୍କ ଭିଡ଼
। ଆସନ୍ତାକାଲି ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମେଳନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୋଦି। ଆସିବା ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି।
Events & Festivals
ଆଜିଠୁ ପ୍ରବାସୀ ଭାରତୀୟ ସମ୍ମେଳନ, ସ୍ୱାଗତ ପାଇଁ ପ୍ରସ୍ତୁତ ଜନତା ମଇଦାନ
ଆଜି ଯୁବ ସମାବେଶରୁ ଆରମ୍ଭ ହେବ ୩ ଦିନିଆ ସମ୍ମିଳନୀ। ଯାହାକୁ ସମ୍ବୋଧନ କରିବେ ବୈଦେଶିକ ବ୍ୟାପାର ଏବଂ ଯୁବ ବ୍ୟାପାର ମନ୍ତ୍ରୀଙ୍କ ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ।