ବିଶାଖାପଟ୍ଟନମ୍: ଭାରତ-ଓ୍ୱେଷ୍ଟେଣ୍ଡିଜ ଦ୍ୱିତୀୟ ଦିନିକିଆରେ ଟସ୍ ଜିତି ଓ୍ୱେଷ୍ଟେଣ୍ଡିଜ୍ ଟିମ୍ ବୋଲିଂ କରିବ ବୋଲି ନିଷ୍ପତ୍ତି ନେଇଛି। ଆଜି ଦ୍ୱିତୀୟ ମ୍ୟାଚ ବିଶାଖପଟ୍ଟନମରେ ଖେଳାଯାଉଛି। ମୋଟ୍ ତିନୋଟି ଦିନିକିଆ ମ୍ୟାଚ ଖେଳାଯିବ। ଆଜି ଦ୍ୱିତୀୟ ମ୍ୟାଚ। ପ୍ରଥମ ଦିନିକିଆରେ ୱେଷ୍ଟଇଣ୍ଡିଜ୍ ନିକଟରୁ ୮ ୱିକେଟରେ ଶୋଚନୀୟ ଭାବେ ପରାସ୍ତ ହୋଇଥିଲା ଟିମ୍ ଇଣ୍ଡିଆ। ତେଣୁ ଆଜିର ମ୍ୟାଚ ବହୁତ ଗୁରୁତ୍ୱ ବହନ କରୁଛି। ଆଜିର ମ୍ୟାଚ ଜିତି ସିରିଜକୁ ପ୍ରତ୍ୟାବର୍ତ୍ତନ କରିବା ବୋଲି ଭାରତ ଲକ୍ଷ୍ୟ ରଖିଛି।
https://twitter.com/ANI/status/1207204531752165376
ଚେନ୍ନାଇରେ ଖେଳାଯାଇଥିବା ସିରିଜର ପ୍ରଥମ ମ୍ୟାଚରେ ଭାରତୀୟ ବୋଲରମାନେ ଆଶାମୁତାବକ ପ୍ରଦର୍ଶକ କରିପାରିନଥିଲା ଏବଂ ପ୍ରମୁଖ ପେସ୍ ବୋଲର ଦୀପକ ଚହର୍, ମହମ୍ମଦ ଶାମି, କୁଲଦୀପ ଯାଦବ ଓ ରବୀନ୍ଦ୍ର ଜାଡେଜାଙ୍କୁ ବୋଲିଂରେ ସଂଘର୍ଷ କରିଥିବାର ଦେଖିବାକୁ ମିଳିଥିଲା। ସିରିଜରେ ଭାରତ ୦-୧ରେ ପଛୁଆ ରହିଛି। ଏଭଳି ସ୍ଥିତିରେ ସିରିଜକୁ ଫେରିବା ପାଇଁ ବିରାଟ୍ କୋହଲିଙ୍କୁ ଆଜି କୌଣସି ପରିସ୍ଥିତିରେ ଲୟ ହାସଲ କରିବାକୁ ପଡ଼ିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।
National
ଘୃଣା ସୃଷ୍ଟିକାରୀ ବୟାନ ପାଇଁ ବିଜେପି ନେତାଙ୍କ ନାଁରେ ମାମଲା
ବିଜେପି ପକ୍ଷରୁ ଜର୍ଜଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାକୁ ବିରୋଧ କରାଯାଇଛି। ଏହାକୁ କ୍ଷମତାସୀନ ଏଲଡିଏଫ ସରକାରଙ୍କର ଗୋଟିଏ ରାଜନୀତିକ ଷଡ଼ଯନ୍ତ୍ର ବୋଲି ଦଳ ପକ୍ଷରୁ କୁହାଯାଇଛି।
Politics
୨୦୨୬ କୋଟି କ୍ଷତି ସହିଛି ଦିଲ୍ଲୀ: ବିଜେପି ଟାର୍ଗେଟରେ ଆପ୍
ଲିକ୍ ହୋଇଥିବା ସିଏଜି ରିପୋର୍ଟକୁ ଆଧାର କରି ବିଜେପି କହିଛି ଯେ ଦିଲ୍ଲୀର କ୍ଷମତାସୀନ ଆପ୍ ଅବକାରୀ ନୀତି ଲାଗୁ କରିଛି। ଏଥିଯୋଗୁ ରାଜ୍ୟବାସୀ ୨୦୨୬ କୋଟି ଟଙ୍କାର କ୍ଷତି ସହିଛନ୍ତି।
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।