ମୋହାଲି: “ପଞ୍ଜାବ ବିପକ୍ଷ ମ୍ୟାଚ୍ ଜିତିବା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। ଏଥିପାଇ ଦଳ ବହୁ ପରିଶ୍ରମ କରିଛି। ଶେଷରେ ଆମେ ଏଥିରେ ସଫଳ ହେଲୁ ବୋଲି ମଙ୍ଗଳବାର ରୟାଲ ଚାଲେଞ୍ଜର ବାଙ୍ଗାଲୋରର ଲେଗ୍ ସ୍ପିନର ଯୁଯୁବେନ୍ଦ୍ର ଚହଲ କହିଛନ୍ତି ।
ସେ କହିଛନ୍ତି,“ଏହି ବିଜୟ ପରେ ଆମ ଦଳ ୨ ପଏଣ୍ଟ ପାଇ ସପ୍ତମ ସ୍ଥାନରୁ ଷଷ୍ଠ ସ୍ଥାନକୁ ଆସିଛି। ତେଣୁ ଏହି ବିଜୟ ଆମ ପାଇଁ ବହୁତ ଗୁରୁତ୍ତ୍ୱପୂର୍ଣ୍ଣ ଥିଲା। ତଥାପି ଏବେ ଆମେ ପ୍ଲେଅଫ ପାଇଁ ସଘର୍ଷ କରୁଛୁ।”
ସୂଚନାଯୋଗ୍ୟ,ଗତକାଲି ମୋହାଲିରେ ଖେଳାଯାଇଥିବା ଏକ ମ୍ୟାଚ୍ରେ ପଞ୍ଜାବକୁ ୧ ରନ୍ରେ ହରାଇଥିଲା ବାଙ୍ଗାଲୋର। ପଞ୍ଜାବ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ବାଙ୍ଗାଲୋର ନିର୍ଦ୍ଧାରିତ ଓଭରରେ ୬ ୱିକେଟ ହରାଇ ୧୭୫ ରନ୍ କରିଥିଲା। ଏହାର ଜବାବରେ ନିର୍ଦ୍ଧାରିତ ଓଭରରେ ୪ ୱିକେଟ ହରାଇ ୧୭୪ ରନ୍ କରିଥିଲା ପଞ୍ଜାବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।