ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ଭାରତୀୟ ମହିଳା ହକି ଦଳର କୋଚ ଏବେ ପ୍ରଶିକ୍ଷଣ ଦେବେ ପୁରୁଷ ଦଳକୁ। ଏଭିଳ ଏକ ଅପ୍ରତ୍ୟାଶିତ ଘୋଷଣା କରିଛନ୍ତି କ୍ରୀଡା ମନ୍ତ୍ରୀ ରାଜ୍ୟବର୍ଦ୍ଦନ ସିଂ ରାଠୋର୍। ଭାରତୀୟ ମହିଳା ହକି ଦଳର କୋଚ ମରିନ୍ ସୋର୍ଡଙ୍କୁ ପୁରୁଷ ଦଳର କୋଚ ପଦରେ ନିଯୁକ୍ତ କରାଯାଇଛି। ଅନ୍ୟପଟେ ବିଶ୍ୱକପ ବିଜୟୀ କନିଷ୍ଠ ହକି ଦଳର କୋଚ ହରେନ୍ଦ୍ର ସିଂଙ୍କୁ ଭାରତୀୟ ମହିଳା ଦଳର ହାଇ ପରଫର୍ମନ୍ସ୍ ବିଶେଷଜ୍ଞ କୋଚ ପଦ ଦିଆଯାଇଛି। ସେ ଆସନ୍ତା କାଲି ଠାରୁ ନିଜ କାର୍ଯ୍ୟ ଭାର ଗ୍ରହଣ କରିବେ। ଅନ୍ୟପଟେ ବର୍ତମାନ ଭାରତୀୟ ମହିଳା ଦଳ ସହ ୟୁରୋପ ଟୁରରେ ଥିବା ମରିନ୍ ସୋର୍ଡ ସେମ୍ବେର ୨୦ରୁ ନିଜ ପଦରେ ଯୋଗ ଦେବେ। ଏନେଇ କ୍ରୀଡାମନ୍ତ୍ରୀ ରାଜ୍ୟବର୍ଦ୍ଦନ ସିଂ ରାଠୋର୍ ନିଜ ଅଫିସିଆଲ୍ ଟ୍ୱିଟର ପେଜରେ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଘାଇଲା କରୁଥିବା ବିରଳ ସ୍ନାୟୁ ରୋଗ GBS କ’ଣ? କାରଣ ଜଣାପଡ଼ୁନି
ଜିବିଏସ୍ ଗୋଟିଏ ବିରଳ ରୋଗ ହୋଇଥିବା ବେଳେ ଏଯାଏ ଏହା କ’ଣ ପାଇଁ ହେଉଛି, ସେକଥା ଡାକ୍ତରମାନେ ଜାଣିବାକୁ ସକ୍ଷମ ହୋଇନାହାନ୍ତି।
National
ଚା’ ବିକାଳିର ‘ନିଆଁ ଗୁଜବ’ ଯୋଗୁ କେମିତି ଚାଲି ଗଲା ୧୩ ଜଣଙ୍କ ଜୀବନ?
କିନ୍ତୁ ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିବା ଗୁଜବ କିଏ ପ୍ରଚାର କରିଥିଲା? କାହିଁକି ଟ୍ରେନର ଚେନ୍ ପୁଲ୍ ହେବା ପରେ କିଛି ଲୋକ ନିକଟସ୍ଥ ଟ୍ରାକକୁ ଡିଆଁ ମାରିଲେ?
Crime
ପତ୍ନୀଙ୍କୁ ମାରି ପ୍ରେସର କୁକରରେ ସିଝାଇବା ଘଟଣା ଓଡ଼ିଶାର ସୋମନାଥଙ୍କ କଥା ମନେ ପକାଇ ଦେଲା
ଆଜିକୁ ଠିକ ୧୨ ବର୍ଷ ତଳେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଆଇଆରସି ଭିଲେଜରେ ସମାନ ଘଟଣା ଘଟିଥିଲା।
Accident
ନିଆଁ ଗୁଜବ ପରେ ଗୋଟିଏ ଟ୍ରେନରୁ ଡେଇଁଲେ, ଆଉ ଗୋଟିଏ ଟ୍ରେନ ନେଇ ଗଲା ୧୧ ଜୀବନ
ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍କମ ଏକ୍ସପ୍ରେସର କିଛି ଲୋକ ଟ୍ରେନରେ ନିଆଁ ଲାଗି ଯାଇଥିବା ଆଶଙ୍କା କରି ଟ୍ରାକୁ ଡେଇଁ ପଡ଼ିଥିଲେ
Politics
ନୀତୀଶ କୁମାର ଓ ବିଜେପି: କେନ୍ଦ୍ରରେ କୋଳାକୋଳି, ମଣିପୁରରେ କଳି!
ବିଜେପି ୨୦୨୪ ସାଧାରଣ ନିର୍ବାଚନରେ ଏକାକୀ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ୨୭୨ ହାସଲ କରିପାରି ନାହିଁ।