ମହିଳା ଏସିଆନ ଚାମ୍ପିଅନ୍ସ ଟ୍ରଫି: କୋରିଆକୁ ହରାଇଲା ଭାରତ

ସିଙ୍ଗାପୁର: ସିଙ୍ଗାପୁରରେ ଚାଲିଥିବା ମହିଳା ଏସିଆନ ଚାମ୍ପିଅନ୍ସ ଟ୍ରଫିରେ ଆଜି ଏକ ମ୍ୟାଚ୍‌ରେ ଭାରତୀୟ ଦଳ କୋରିଆକୁ ୨-୧ରେ ପରାସ୍ତ କରିଛି।

ମ୍ୟାଚ୍‌ର ୨୮ ତମ ମିନିଟ୍‌ରେ କୋରିଆ ପକ୍ଷରୁ ପ୍ରଥମ ଗୋଲ ଦିଆଯାଇଥିଲା। ମ୍ୟାଚ୍‌ର ୪୭ ତମ ମିନିଓରେ ଭାରତ ଏକ ଗୋଲ ଦେଇ ମ୍ୟାଚ୍‌କୁ ୧-୧ ସ୍ଥିତିକୁ ନେଇ ଆସିଥିଲା। ୫୪ତମ ମିନିଟ୍‌ରେ ଦୀପିକା ଏକ ଫିଲ୍ଡ ଗୋଲ ଦେଇ ଭାରତକୁ ବିଜୟୀ କରାଇଥିଲେ।

ଆହୁରି ପଢ଼ନ୍ତୁ

୧୬ ତାରିଖରେ ପଡ଼ିଆକୁ ଫେରିବେ ମାହି!

ଆଇପିଏଲର ପ୍ରାୟୋଜକ ହେବ ବାବା ରାମଦେବଙ୍କ ‘ପତଞ୍ଜଳି’!

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ

ଅନୱରଙ୍କ ପରେ ଇଂଲଣ୍ଡରେ ଶାନ ମାସୁଦ କଲେ ଏହି ରେକର୍ଡ

ଆଇପିଏଲ ପାଇଁ ଜାରି ହେଲା ଏସଓପି, ଜାଣନ୍ତୁ କ’ଣ ରହିଛି ନିୟମ

ଆଇପିଏଲରରୁ ହଟିଲା ଚାଇନିଜ କମ୍ପାନୀ ଭିଭୋ

ଦୁନିଆର ସବୁଠାରୁ ଦାମୀ କାର୍‌ କିଣିଲେ ରୋନାଲ୍ଡୋ, ଦାମ ଶୁଣିଲେ ହୋସ ଉଡ଼ିଯିବ

ପ୍ରତିଶୁଭେଚ୍ଛାରେ ଦୂତୀଙ୍କୁ ଏମିତି ଲେଖିଲେ ମୋଦି