ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅନ୍ତର୍ଜାତୀୟ ହକି ଟୁର୍ଣ୍ଣାମେଣ୍ଟର ସଫଳ ଆୟୋଜନ ପରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ଅନ୍ତର୍ଜାତୀୟ ଟେନିସ୍ ଟୁର୍ଣ୍ଣାମେଣ୍ଟ। ITFର ଇଣ୍ଡିଆ ଫ୍ୟୁୟଚର୍ସ F1 ଟେନିସ୍ ଟୁର୍ଣ୍ଣାମେଣ୍ଟ ଆୟୋଜନ ହେବ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମରେ। ଟୁର୍ଣ୍ଣାମେଣ୍ଟରେ ଉଭୟ ପୁରୁଷ ସିଙ୍ଗିଲ୍ସ ଓ ଡବଲ୍ସ ମ୍ୟାଚ ହେବ। ଆସନ୍ତା ଫେବୃୟାରୀ ୨୬ ତାରିଖରୁ ଏହି ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇ ମାର୍ଚ୍ଚ ୪ ଯାଏଁ ଚାଲିବ। ଟୁର୍ଣ୍ଣାମେଣ୍ଟର ପୁରସ୍କାର ରାଶି ରହିଛି ୧୫ ହଜାର ଆମେରିକୀୟ ଡଲାର। ଓଡ଼ିଶା ଟେନିସ୍ ଆସୋସିଏସନ୍ ଏବଂ କ୍ରୀଡ଼ା ବିଭାଗ ମିଳିତ ଭାବେ ଆୟୋଜନ କରିବେ।
https://www.youtube.com/watch?v=K7WKUe1XAms
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।