୧୨ ବଲରେ ୫୦ ରନ୍, ଯୁବରାଜଙ୍କ ରେକର୍ଡର ସମକକ୍ଷ ହେଲେ ଗେଲ୍

ମେଲବୋଣ୍ଣ: ବିଗ୍ ବାସ୍ ଲିଗରେ ଗେଲ୍ ଝଡ଼। ଆଲିଲେଡ୍ ଷ୍ଟ୍ରାଇକର ବିପକ୍ଷରେ ମେଲବୋର୍ଣ୍ଣ ରିନେଗଡ୍ସ ପକ୍ଷରୁ ଖେଳୁଥିବା ୱେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ୍ ଗେଲ୍ ୧୨ଟି ବଲରୁ ଦ୍ରୁତତମ ୫୦ ରନ ସଂଗ୍ରହ କରି ଭାରତର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଯୁବରାଜ ସିଂହଙ୍କ ବିଶ୍ୱ ରେକର୍ଡ ସହ ସମକକ୍ଷ ହୋଇଛନ୍ତି। ୨୦୦୭ ଟି-ଟ୍ୱେଣ୍ଟି ବିଶ୍ୱକପରେ ଯୁବରାଜ ସଂହ ୧୨ଟି ବଲରୁ ୫୦ ରନ ସଂଗ୍ରହ କରି ରେକର୍ଡ ସ୍ଥାପନ କରିଥିଲେ। ଗେଲ୍ ଆଲିଲେଡ୍ ବିପକ୍ଷ ମ୍ୟାଚରେ ମୋଟ ୧୭ ବଲରୁ ମୋଟ ୫୬ ରନ କରିଥିଲେ। ଏଥିରେ ରହିଛି ୭ଟି ଛକା ଓ ୨ଟି ଚୌକା। ତାଙ୍କର ଷ୍ଟ୍ରାଇକ୍ ରେଟ୍ ୩୨୯.୪୧ ରହିଛି।

ଆହୁରି ପଢ଼ନ୍ତୁ

ଆଇପିଏଲର ପ୍ରାୟୋଜକ ହେବ ବାବା ରାମଦେବଙ୍କ ‘ପତଞ୍ଜଳି’!

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ

ଅନୱରଙ୍କ ପରେ ଇଂଲଣ୍ଡରେ ଶାନ ମାସୁଦ କଲେ ଏହି ରେକର୍ଡ

ଆଇପିଏଲ ପାଇଁ ଜାରି ହେଲା ଏସଓପି, ଜାଣନ୍ତୁ କ’ଣ ରହିଛି ନିୟମ

ଆଇପିଏଲରରୁ ହଟିଲା ଚାଇନିଜ କମ୍ପାନୀ ଭିଭୋ

ଦୁନିଆର ସବୁଠାରୁ ଦାମୀ କାର୍‌ କିଣିଲେ ରୋନାଲ୍ଡୋ, ଦାମ ଶୁଣିଲେ ହୋସ ଉଡ଼ିଯିବ

ପ୍ରତିଶୁଭେଚ୍ଛାରେ ଦୂତୀଙ୍କୁ ଏମିତି ଲେଖିଲେ ମୋଦି

ଷ୍ଟାର ଖେଳାଳିଙ୍କୁ ୧୦ ମାସ ହେଲା ଦରମା ଦେଇନି ବିସିସିଆଇ