ମାଟ୍ରିକ୍ ପରୀକ୍ଷା ଆରମ୍ଭରୁ ହିଁ ଆଲର୍ଟ ଦେଲାଣି AI, ରୋକୁଛି କପି, ଧରିନେଉଛି ସାମାନ୍ୟ ବିଶୃଙ୍ଖଳା ଓ ଅବ୍ୟବସ୍ଥା। ମଣିଷ ଆଖିକୁ ଚକମା ଦେଇହେଉଛି, କିନ୍ତୁ AI କ୍ୟାମେରାକୁ ନୁହେଁ । କଟକ ଜିଲ୍ଲା ନରସିଂହପୁର ଅନନ୍ତ ନାରାୟଣ ହାଇସ୍କୁଲର ଏହି ଦୃଶ୍ୟ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Technology
ପାର୍ବଣରେ ହାଇ ଡିମାଣ୍ଡ, ଭାରତରେ ବିକ୍ରି ହୋଇଛି ୩.୯୩ ଲକ୍ଷ କାର୍
ଚଳିତ ବର୍ଷ ପାର୍ବଣ ଋତୁରେ ରେକର୍ଡ ସଂଖ୍ୟକ ଦୁଇ ଚକିଆ ଓ ଚାରି ଚକିଆ ଯାନ ବିକ୍ରି ହୋଇଛି।
Technology
ଦୀପାବଳିରେ 'ଆମାଜନ ଆଲେକ୍ସା' ଉଡ଼ାଇଲା ରକେଟ, ଚର୍ଚ୍ଚାରେ ଓଡ଼ିଆ ପୁଅଙ୍କ AI କମାଲ
ଆମାଜନର ଆଲେକ୍ସା ଡିଭାଇସ୍ ସାହାଯ୍ୟରେ ଉଡ଼ିଲା ରକେଟ ବାଣ। ଚର୍ଚ୍ଚାରେ ଓଡ଼ିଆ ଯୁବକ ମଣିକାନ୍ତଙ୍କ ନୂଆ କୌଶଳ।
Technology
ଭାରତରେ ନିର୍ମାଣ ହେବ C-295 ଯୁଦ୍ଧ ବିମାନ, କ'ଣ ରହିଛି ଫିଚର୍ସ?
ଆଜି ଗୁଜରାଟର ଭଦୋଦରାରେ ଉଦଘାଟିତ ହୋଇଛି ଦେଶର ପ୍ରଥମ ଘରୋଇ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ। ଏହି ପ୍ଲାଣ୍ଟରେ ନିର୍ମାଣ ହେବ C-295 ଯୁଦ୍ଧ ବିମାନ।
Technology
ଗୁଜରାଟରେ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ ଉଦଘାଟନ କଲେ ଭାରତ ଓ ସ୍ପେନ୍ ପ୍ରଧାନମନ୍ତ୍ରୀ
ସ୍ପେନ୍ ଏୟାରବସ୍ ସହଯୋଗରେ ନିର୍ମାଣ ହେବ C-295 ଯୁଦ୍ଧ ବିମାନ।
Technology
ଭାରତୀୟ ଆନିମେସନ ଓ ଗେମିଂକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା, କହିଲେ କ୍ରାନ୍ତି ଆଣିଛି...
୧୧୫ତମ 'ମନ କି ବାତ୍' କାର୍ଯ୍ୟକ୍ରମରେ ଆନିମେସନ କ୍ଷେତ୍ରକୁ ପ୍ରଶଂସା କରିବା ସହ ସ୍ୱତନ୍ତ୍ର ଦିବସ ପାଳନ କରିବାକୁ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।