Advertisment

ଇତିହାସ ରଚିଲା ଇସ୍ରୋ; ଗନ୍ତବ୍ୟସ୍ଥଳରେ ପହଞ୍ଚିଲା 'ଆଦିତ୍ୟ-L1'

ଗନ୍ତବ୍ୟସ୍ଥଳରେ ପହଞ୍ଚିଲା ଭାରତର ସୂର୍ଯ୍ୟ ମିଶନ୍ 'ଆଦିତ୍ୟ-L1'।

Advertisment

ଗନ୍ତବ୍ୟସ୍ଥଳରେ ପହଞ୍ଚିଲା ଭାରତର ସୂର୍ଯ୍ୟ ମିଶନ୍ 'ଆଦିତ୍ୟ-L1'। ପୃଥିବୀଠୁ ୧୫ ଲକ୍ଷ କି.ମି. ଦୂର ଲଗରାଞ୍ଜିଆନ୍ ପଏଣ୍ଟ L1ରେ ଥିବା ହାଲୋ ଅର୍ବିଟରେ ପହଞ୍ଚିଛି। ଏହା ସୂର୍ଯ୍ୟର ବିଭିନ୍ନ ଗତିବିଧି, ସୌରଝଡ଼ ଓ ମହାକାଶର ପାଣିପାଗ ସମ୍ପର୍କରେ ଅନୁଧ୍ୟାନ କରିବ। ଏହି ସଫଳତା ନେଇ ଇସ୍ରୋ ଅଧ୍ୟକ୍ଷ ଏସ ସୋମନାଥ କଣ କହିଛନ୍ତି ଶୁଣନ୍ତୁ।

Advertisment
ISRO Sun Mission Aditya L1
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe