କଠୋର ହେଲା ଡ୍ରାଇଭିଂ ଟେଷ୍ଟ, କାମ ଦେବନି ହାତଗୁଞ୍ଜା | Odisha Reporter
ଡ୍ରାଇଭିଂ ଟେଷ୍ଟରେ ରହିବନି ମାନବ ହସ୍ତକ୍ଷେପ। ଅଟୋମେଟେଡ୍ ପ୍ରକ୍ରିୟାରେ କମ୍ପ୍ୟୁଟର କରିବ ପରୀକ୍ଷା। ଧରିବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(AI)। ରାଜ୍ୟର ଡ୍ରାଇଭିଂ ଲାଇସେନ୍ସ ପ୍ରଦାନରେ ପକ୍ଷପାତ ହେଉଥିବା ଅଭିଯୋଗ ଉଠିବା ପରେ ଏବେ ଏଭଳି ପଦ୍ଧତି ଆପଣେଇଛି ପରିବହନ ବିଭାଗ। ଏନେଇ ଗଞ୍ଜାମ, ଚଣ୍ଡିଖୋଲ, ରାଉରକେଲା, ଅନୁଗୋଳ, ସୁନ୍ଦରଗଡ଼ ଓ କେନ୍ଦୁଝର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ୱୟଂଚାଳିତ ଗାଡ଼ିଚାଳନା ପରୀକ୍ଷା ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି। ଦେଖନ୍ତୁ ପୂରା ରିପୋର୍ଟ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
