ଡ୍ରାଇଭିଂ ଟେଷ୍ଟରେ ରହିବନି ମାନବ ହସ୍ତକ୍ଷେପ। ଅଟୋମେଟେଡ୍ ପ୍ରକ୍ରିୟାରେ କମ୍ପ୍ୟୁଟର କରିବ ପରୀକ୍ଷା। ଧରିବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(AI)। ରାଜ୍ୟର ଡ୍ରାଇଭିଂ ଲାଇସେନ୍ସ ପ୍ରଦାନରେ ପକ୍ଷପାତ ହେଉଥିବା ଅଭିଯୋଗ ଉଠିବା ପରେ ଏବେ ଏଭଳି ପଦ୍ଧତି ଆପଣେଇଛି ପରିବହନ ବିଭାଗ। ଏନେଇ ଗଞ୍ଜାମ, ଚଣ୍ଡିଖୋଲ, ରାଉରକେଲା, ଅନୁଗୋଳ, ସୁନ୍ଦରଗଡ଼ ଓ କେନ୍ଦୁଝର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ୱୟଂଚାଳିତ ଗାଡ଼ିଚାଳନା ପରୀକ୍ଷା ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି। ଦେଖନ୍ତୁ ପୂରା ରିପୋର୍ଟ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Technology
କେନ୍ଦ୍ର ଆଇଟି ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ମେଗା ଆଇଟି ହବ୍ ହେବ ଓଡ଼ିଶା
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ।
Technology
ପାର୍ବଣରେ ହାଇ ଡିମାଣ୍ଡ, ଭାରତରେ ବିକ୍ରି ହୋଇଛି ୩.୯୩ ଲକ୍ଷ କାର୍
ଚଳିତ ବର୍ଷ ପାର୍ବଣ ଋତୁରେ ରେକର୍ଡ ସଂଖ୍ୟକ ଦୁଇ ଚକିଆ ଓ ଚାରି ଚକିଆ ଯାନ ବିକ୍ରି ହୋଇଛି।
Technology
ଦୀପାବଳିରେ 'ଆମାଜନ ଆଲେକ୍ସା' ଉଡ଼ାଇଲା ରକେଟ, ଚର୍ଚ୍ଚାରେ ଓଡ଼ିଆ ପୁଅଙ୍କ AI କମାଲ
ଆମାଜନର ଆଲେକ୍ସା ଡିଭାଇସ୍ ସାହାଯ୍ୟରେ ଉଡ଼ିଲା ରକେଟ ବାଣ। ଚର୍ଚ୍ଚାରେ ଓଡ଼ିଆ ଯୁବକ ମଣିକାନ୍ତଙ୍କ ନୂଆ କୌଶଳ।
Technology
ଭାରତରେ ନିର୍ମାଣ ହେବ C-295 ଯୁଦ୍ଧ ବିମାନ, କ'ଣ ରହିଛି ଫିଚର୍ସ?
ଆଜି ଗୁଜରାଟର ଭଦୋଦରାରେ ଉଦଘାଟିତ ହୋଇଛି ଦେଶର ପ୍ରଥମ ଘରୋଇ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ। ଏହି ପ୍ଲାଣ୍ଟରେ ନିର୍ମାଣ ହେବ C-295 ଯୁଦ୍ଧ ବିମାନ।
Technology
ଗୁଜରାଟରେ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ ଉଦଘାଟନ କଲେ ଭାରତ ଓ ସ୍ପେନ୍ ପ୍ରଧାନମନ୍ତ୍ରୀ
ସ୍ପେନ୍ ଏୟାରବସ୍ ସହଯୋଗରେ ନିର୍ମାଣ ହେବ C-295 ଯୁଦ୍ଧ ବିମାନ।