୧୨ ଜାନୁଆରୀ, ଶୁକ୍ରବାର: ଏହି ରାଶିର ବ୍ୟକ୍ତି ସତର୍କ ରୁହନ୍ତୁ, ନଚେତ ବିଗିଡ଼ି ଯାଇପାରେ ସଂପର୍କ

ମେଷ: ଆପଣ ନିଜ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। ଅଫିସ୍‌ରେ କୌଣସି ନୂଆ ପରିଯୋଜନାରେ କାମ କରିବେ। କୌଣସି ପୁରୁଣା ବନ୍ଧୁଙ୍କ ସହିତ ମିଶିବେ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ବୃଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ଅଧିକ ସମୟ ଉପବାସ ରହନ୍ତୁ ନାହିଁ। କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ଅଫିସରେ କୌଣସି କାମ ଲାଗି ଆପଣଙ୍କର ପ୍ରଶଂସା ହୋଇପାରେ। ମିଥୁନ: ମିଷ୍ଟ ବ୍ୟବହାରରେ […]

klllll

klllll

Rakesh Mallick
  • Published: Friday, 12 January 2018
  • Updated: 12 January 2018, 07:58 AM IST

Sports

Latest News

ମେଷ: ଆପଣ ନିଜ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। ଅଫିସ୍‌ରେ କୌଣସି ନୂଆ ପରିଯୋଜନାରେ କାମ କରିବେ। କୌଣସି ପୁରୁଣା ବନ୍ଧୁଙ୍କ ସହିତ ମିଶିବେ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ।

ବୃଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ଅଧିକ ସମୟ ଉପବାସ ରହନ୍ତୁ ନାହିଁ। କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ଅଫିସରେ କୌଣସି କାମ ଲାଗି ଆପଣଙ୍କର ପ୍ରଶଂସା ହୋଇପାରେ।

ମିଥୁନ: ମିଷ୍ଟ ବ୍ୟବହାରରେ ସବୁ କାମ ପୂରା କରିନେବେ। କଳାକାରଙ୍କ ପାଇଁ ଦିନଟି ଲାଭଦାୟକ ରହିବ। ଫିଲ୍ମ ବା କାର୍ଯ୍ୟକ୍ରମରେ ଅନୁବନ୍ଧ ମିଳିବ। ଅଚାନକ ଧନଲାଭ ଯୋଗ ରହିଛି। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ।

କର୍କଟ: ସଂପର୍କରେ ଫାଟ ଦେଖା ଦେଇପାରେ। ତେଣୁ ସତର୍କ ରୁହନ୍ତୁ। ଧନସଂପତ୍ତି ନେଇ ବିବାଦ ଦେଖାଯାଇପାରେ। ନୂଆ କାମ ଧନ୍ଦା ସମ୍ବନ୍ଧରେ ବିଚାର କରିବା ଲାଗି ଦିନଟି ଭଲ। ସାମାଜିକ କାର୍ଯ୍ୟରେ ଆପଣଙ୍କର ଭୂମିକା ପାଇଁ ମାନ ଓ ପ୍ରତିଷ୍ଠା ବଢ଼ିବ। ବିଜ୍ଞାନ ଛାତ୍ର ଆଜି କିଛି ନୂଆ ଶିକ୍ଷା ଲାଭ କରିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ।

ସିଂହ: ସମ୍ମାନିତ ହୋଇପାରନ୍ତି। ଆଜି ଆପଣ ଯେକୌଣସି ପ୍ରତିଯୋଗିତା ପାଇଁ ପ୍ରସ୍ତୁତ ରହିବେ। ସକାରାତ୍ମକ ହେବେ। ନୂଆ ଭିତ୍ତି ରଖିବା ଲାଗି ଦିନଟି ଅନୁକୂଳ। ଜୀବନସାଥୀଙ୍କ ସହଯୋଗରେ ଆପଣଙ୍କ ଅଶାନ୍ତି କମ୍‌ ହେବ। ବ୍ୟବସାୟରୁ ଫାଇଦା ମିଳିବ। ଆପଣଙ୍କର କୌଣସି ପୁରୁଣା ବନ୍ଧୁ ଘରକୁ ଆସିପାରନ୍ତି।

କନ୍ୟା: ଆପଣ ନିଜର ଭଲ ମନୋଭାବ ଅନୁଭବ କରିବେ। ବ୍ୟବସାୟ ବା ଚାକିରିରେ ନୂଆ କାମର ଶୁଭାରମ୍ଭ କରିପାରନ୍ତି। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧ ଭଲ ରହିବ। ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ।

ତୁଳା: ଇଷ୍ଟଦେବଙ୍କୁ ସ୍ମରଣ କରନ୍ତୁ, ସମ୍ଭାବ୍ୟ ସଂକଟ ଦୂର ହେବ। ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ଗୁରୁତ୍ଵପୂର୍ଣ୍ଣ ଆଲୋଚନାରେ ଯୋଗଦେବା ପାଇଁ ସୁଯୋଗ ଆସିବ। ବାହାର କାମରେ ଗଲାବେଳେ ବାହନ ସାବଧାନତାର ସହ ଚଳାନ୍ତୁ।

ବିଛା: ଆଜି ଆପଣଙ୍କ ଊର୍ଜାର ସ୍ତର ବଢ଼ିବ। ରଚନାତ୍ମକ କାମରୁ ପ୍ରତିଫଳ ମିଳିବ। କର୍ମଜୀବୀ ମହିଳାଙ୍କର ଅଫିସରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ।

ଧନୁ: ଅଫିସରେ ନୂଆ ପରିଯୋଜନାରେ କାମ କରିପାରନ୍ତି। ସହକର୍ମୀଙ୍କ ସହଯୋଗ ପାଇବେ। ବ୍ୟବସାୟରେ ନୂଆ ପ୍ରସ୍ତାବ ଲାଭଦାୟକ ହେବ। ପାରିବାରିକ କାର୍ଯ୍ୟରେ ପରିବାର ଲୋକଙ୍କ ସହଯୋଗ ମିଳିବ।

ମକର: ଆଜି ଆପଣ ଖୁବ୍‌ ଊର୍ଜାବାନ ଅନୁଭବ କରିବେ। କାମ ପ୍ରତି ଆପଣଙ୍କର ଉତ୍ସାହ ବଢ଼ିବ। ଅଫିସରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ମହିଳାଙ୍କର ସାମାଜିକ ଗତିବିଧିରେ ସମ୍ମାନ ବୃଦ୍ଧି ହେବ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ଅଧିକାରୀଙ୍କ ଠାରୁ ଦାୟିତ୍ଵ ମିଳିବା ଯୋଗ ରହିଛି। ଆର୍ଥିକ ସ୍ଥିତି ସୁଧୁରିବ। ବିରୋଧୀ କ୍ଷତି ପହଞ୍ଚାଇବା ପାଇଁ ଅସଫଳ ପ୍ରୟାସ କରିବେ। ପ୍ରେମ ଆବେଦନ କରିବା ଲାଗି ଶୁଭ ସମୟ।

ମୀନ: ବନ୍ଧୁମାନଙ୍କ ସହିତ ବୁଲିବାକୁ ଯାଇପାରନ୍ତି। ଆଖପାଖର ଲୋକେ ଆପଣଙ୍କ ଉପରେ ସନ୍ତୋଷ ପ୍ରକଟ କରିବେ। ଯେଉଁମାନେ ନୂଆ କ୍ୟାରିୟର ଆରମ୍ଭ କରିବାକୁ ଚାହୁଁଛନ୍ତି ସେମାନେ ଭଲ ଜ୍ୟୋତିଷଙ୍କ ସହ ପରାମର୍ଶ କରିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story