୧୩ ମାର୍ଚ୍ଚ, ମଙ୍ଗଳବାର:  ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ଆତ୍ମବିଶ୍ୱାସ ବଢ଼ିବ

ମେଷ: ବ୍ୟସ୍ତ ଭିତରେ ଦିନ କଟିବ। ନୂଆ ଯାନବାହନ କିଣି ପାରନ୍ତି। ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ବୃଷ: ପରିବାରରେ ସୁଖ ଓ ଶାନ୍ତିର ପରିବେଶ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ଅଟକି ରହିଥିବା କର୍ଯ୍ୟ ସଂପୂର୍ଣ୍ଣ ହେବ। ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଯଥା ବିବାଦରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କର୍କଟ: କାର୍ଯ୍ୟାଳୟରେ ଉଚ୍ଚ ଅଧିକାରୀଙ୍କ ଠାରୁ ଲାଭବାନ ହେବେ। ଧନପ୍ରାପ୍ତିର ଯୋଗ ରହିଛି। ପ୍ରେମ ସମ୍ପର୍କ ଭଲ […]

Rasiphala

Rakesh Mallick
  • Published: Tuesday, 13 March 2018
  • , Updated: 13 March 2018, 07:36 AM IST

ମେଷ: ବ୍ୟସ୍ତ ଭିତରେ ଦିନ କଟିବ। ନୂଆ ଯାନବାହନ କିଣି ପାରନ୍ତି। ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି।

ବୃଷ: ପରିବାରରେ ସୁଖ ଓ ଶାନ୍ତିର ପରିବେଶ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ଅଟକି ରହିଥିବା କର୍ଯ୍ୟ ସଂପୂର୍ଣ୍ଣ ହେବ।

ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଯଥା ବିବାଦରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କର୍କଟ: କାର୍ଯ୍ୟାଳୟରେ ଉଚ୍ଚ ଅଧିକାରୀଙ୍କ ଠାରୁ ଲାଭବାନ ହେବେ। ଧନପ୍ରାପ୍ତିର ଯୋଗ ରହିଛି। ପ୍ରେମ ସମ୍ପର୍କ ଭଲ ରହିବ।

ସିଂହ: ଆତ୍ମବିଶ୍ୱାସ ବଢ଼ିବ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବନ୍ଧୁଙ୍କ ସହ ମନମାଳିନ୍ୟ ହୋଇପାରେ।

କନ୍ୟା: ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ନୂତନ ଚାକିରିରେ ଯୋଗ ଦେଇପାରନ୍ତି। କିଛି ସମୟ ଠାକୁର ପୂଜାରେ ସମୟ କାଟନ୍ତୁ।

ତୁଳା: ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ଗୁଡ଼ ଖାଇ ଘରୁ ବାହାରନ୍ତୁ।

ବିଚ୍ଛା: ଚିନ୍ତା ବଢ଼ିପାରେ। ବନ୍ଧୁଙ୍କଠାରୁ ସହଯୋଗ ମିଳିବ। ଯାତ୍ରା କରିପାରନ୍ତି।

ଧନୁ: ବୈବାହିକ ଜୀବନ ଭଲରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ପରିବାରରେ ଶୁଭ କାର୍ଯ୍ୟ ହୋଇପାରେ।

ମକର: ସୁସ୍ଥ ରହିବେ। ଧନପ୍ରାପ୍ତିର ଯୋଗ ରହିଛି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ: ଅଧିକ ପରିଶ୍ରମ କରିବେ। ପରିବାରରେ ଖସ ଓ ଖୁସିର ବାତାବରଣ ରହିବ।

 ମୀନ: ସୁସ୍ଥ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

Related story