ଆସନ୍ତା ୧୩ ତାରିଖରେ ପ୍ରକାଶ ପାଇବ ଯୁକ୍ତଦୁଇ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ଯୁକ୍ତଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ। ଇଂଜିନିୟରିଂ ଓ ମେଡିକାଲ ପାଠ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ନାମ ଲେଖାକୁ ଦୃଷ୍ଟିରେ ରଖି ଏଥର ଶୀଘ୍ର ପରୀକ୍ଷା ଫଳ ପ୍ରକାଶ କରାଯାଉଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ସେହିପରି ମେ’ ଶେଷ ସପ୍ତାହରେ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ୧୩ ତାରିଖ ସକାଳ ୧୧ଟା ୪୫ରେ ଯୁକ୍ତଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ। ଉଚ୍ଚଶିକ୍ଷା ମନ୍ତ୍ରୀ […]

+2

+2

Rakesh Mallick
  • Published: Wednesday, 11 May 2016
  • Updated: 12 May 2016, 07:53 AM IST

Sports

Latest News

+2ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ଯୁକ୍ତଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ। ଇଂଜିନିୟରିଂ ଓ ମେଡିକାଲ ପାଠ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ନାମ ଲେଖାକୁ ଦୃଷ୍ଟିରେ ରଖି ଏଥର ଶୀଘ୍ର ପରୀକ୍ଷା ଫଳ ପ୍ରକାଶ କରାଯାଉଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ସେହିପରି ମେ’ ଶେଷ ସପ୍ତାହରେ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ।

୧୩ ତାରିଖ ସକାଳ ୧୧ଟା ୪୫ରେ ଯୁକ୍ତଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ। ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ଏହା ଘୋଷଣା କରିବେ। ପରୀକ୍ଷା ଫଳ ଘୋଷଣା ହେବାର ଘଣ୍ଟାକ ପରେ www.orissaresults.nic.in ୱେବସାଇଟ୍‌ରେ ଏହା ଉପଲବ୍ଧ ହେବ। ଚଳିତବର୍ଷ ପରୀକ୍ଷା ଫଳ ପୁସ୍ତିକା ବିକ୍ରି କରାଯିବ ନାହିଁ ବୋଲି ପରିଷଦ ପକ୍ଷରୁ କୁହାଯାଇଛି। ପରୀକ୍ଷା ଫଳକୁ ନେଇ ଛାତ୍ରଛାତ୍ରୀମାନେ ଅସନ୍ତୁଷ୍ଟ ଥିଲେ, ଅନ୍‌ଲାଇନରେ ଆବେଦନ ପୁନଃ ମୂଲ୍ୟାୟନ ପାଇଁ ଆବେଦନ କରିପାରିବେ। ଚଳିତବର୍ଷ ୮୫,୦୦୦ ଛାତ୍ରଛାତ୍ରୀ ଯୁକ୍ତଦୁଇ ବିଜ୍ଞାନ ପରୀକ୍ଷା ଦେଇଛନ୍ତି।

ଚଳିତବର୍ଷ ୪୮୮ ଓ ୬୬୨ ବର୍ଗ ଅଧ୍ୟାପକଙ୍କ ଆନ୍ଦୋଳନ ଯୋଗୁଁ ଯୁକ୍ତଦୁଇ ଖାତା ଦେଖା ବାଧାପ୍ରାପ୍ତ ହୋଇଥିଲା। ବିଭ୍ରାଟ ସତ୍ତ୍ୱେ ପୂର୍ବ ନିର୍ଦ୍ଧାରିତ ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଯାଉଛି। ଏଥର ବାଣିଜ୍ୟ, ବିଜ୍ଞାନ ଓ କଳାକୁ ମିଶାଇ ପ୍ରାୟ ୩,୭୩,୦୦୦ ଛାତ୍ରଛାତ୍ରୀ ଯୁକ୍ତଦୁଇ ପରୀକ୍ଷା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story