୧୪ ମେ’ ସୋମବାର: ଜାଣନ୍ତୁ କେଉଁମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ

ମେଷ: ଆତ୍ମବିଶ୍ୱାସ ବଢ଼ିବ। ଜୀବନରେ ବଡ଼ ପରିବର୍ତ୍ତନ ହୋଇପାରେ। ବନ୍ଧୁଙ୍କ ସହଯୋଗ ମିଳିବ। ବୃଷ: ଅଧିକ ଚିନ୍ତା କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ। ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। କର୍କଟ: ଲାଗି ରହିଥିବା ସମସ୍ୟାର ସମାଧାନ ହେବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସିଂହ: କ୍ୟାରିୟରକୁ ନେଇ ସାବଧାନତା ଅବଲମ୍ବନ କରନ୍ତୁ। ବ୍ୟସ୍ତତା […]

Rasiphala

Rakesh Mallick
  • Published: Monday, 14 May 2018
  • , Updated: 14 May 2018, 10:36 AM IST

ମେଷ: ଆତ୍ମବିଶ୍ୱାସ ବଢ଼ିବ। ଜୀବନରେ ବଡ଼ ପରିବର୍ତ୍ତନ ହୋଇପାରେ। ବନ୍ଧୁଙ୍କ ସହଯୋଗ ମିଳିବ।

ବୃଷ: ଅଧିକ ଚିନ୍ତା କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ।

ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: ଲାଗି ରହିଥିବା ସମସ୍ୟାର ସମାଧାନ ହେବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ସିଂହ: କ୍ୟାରିୟରକୁ ନେଇ ସାବଧାନତା ଅବଲମ୍ବନ କରନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ। ସୁସ୍ଥ ରହିବେ।

କନ୍ୟା: ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ତୁଳା: ଯାନବାହନ ଚାଲାଇବା ସମୟରେ ସତର୍କ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ମହିଳାଙ୍କ ଠାରୁ ସହଯୋଗ ମିଳିବାର ସମ୍ଭାବନା ରହିଛି।

ବିଚ୍ଛା: ଅସୁସ୍ଥ ଅନୁଭବ କରିବେ। କ୍ୟାରିୟରକୁ ନେଇ ଚିନ୍ତିତ ରହିପାରନ୍ତି।

ଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଖର୍ଚ୍ଚ ବଢ଼ିପାରେ। ସୁସ୍ଥ ରହିବ।

ମକର: ପରିବାରରେ ବିଶୃଙ୍ଖଳା ଦେଖାଦେଇପାରେ। ଖର୍ଚ୍ଚ ବଢ଼ିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କୁମ୍ଭ:  ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ପୁରୁଣା ଇଚ୍ଛା ପୂରଣ ହେବ। ଅସୁସ୍ଥ ଅନୁଭବ କରିପାରନ୍ତି।

ମୀନ: ସନ୍ତାନ ପ୍ରାପ୍ତିର ଯୋଗ ରହିଛି। ଆର୍ଥିକ ସ୍ଥିତି ଭଲ ରହିବ। ପରିବାର ଲୋକଙ୍କ ସହଯୋଗ ମିଳିବ।

Related story