୧୫ ମେ’ ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ଆଜି ଆତ୍ମବିଶ୍ୱାସ ବଢ଼ିବ

ମେଷ: ଧନପ୍ରାପ୍ତିର ଯୋଗ ରହିଛି। ସୁସ୍ଥ ରହିବେ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବୃଷ: ସୁସ୍ଥ ରହିବେ। ଘର ପାଇଁ କିଛି ଜିନିଷ କିଣି ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଚିନ୍ତିତ ରହିବେ। ବାପା-ମାଆଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। କର୍କଟ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆତ୍ମବିଶ୍ୱାସ ବଢ଼ିବ। ଧନପ୍ରାପ୍ତିର ଯୋଗ ରହିଛି। ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ। ଧନପ୍ରାପ୍ତିର ଯୋଗ ରହିଛି। କନ୍ୟା: […]

Rasiphala-image-2-840x440-1-1-768x402-2-1-840x440-1-768x402-1-2-840x440-1-768x402-1-1

Rakesh Mallick
  • Published: Tuesday, 15 May 2018
  • Updated: 15 May 2018, 07:19 AM IST

ମେଷ: ଧନପ୍ରାପ୍ତିର ଯୋଗ ରହିଛି। ସୁସ୍ଥ ରହିବେ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ।

ବୃଷ: ସୁସ୍ଥ ରହିବେ। ଘର ପାଇଁ କିଛି ଜିନିଷ କିଣି ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ଚିନ୍ତିତ ରହିବେ। ବାପା-ମାଆଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆତ୍ମବିଶ୍ୱାସ ବଢ଼ିବ। ଧନପ୍ରାପ୍ତିର ଯୋଗ ରହିଛି।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ। ଧନପ୍ରାପ୍ତିର ଯୋଗ ରହିଛି।

କନ୍ୟା: ପିଲାଙ୍କୁ ନେଇ ଲାଗି ରହିଥିବା ଚିନ୍ତା ଦୂର ହେବ। କ୍ୟାରିୟରରେ ସଫଳତା ପାଇବେ। ଦିନଟି ଭଲରେ କଟିବ।

ତୁଳା:ଚିନ୍ତିତ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହଯୋଗ ପାଇବେ।

ବିଚ୍ଛା: ଦୀର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ମାନ-ସମ୍ମାନ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ:ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି।

ମକର:ସମ୍ପତ୍ତିକୁ ନେଇ ଲାଗି ରହିଥିବା ବିବାଦ ସମାଧାନ ହେବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କୁମ୍ଭ: ଦିନଟି ବ୍ୟସ୍ତତା ଭିତରେ କଟିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ସୁସ୍ଥ ରହିବେ।

ମୀନ: ପିଲାଙ୍କୁ ନେଇ ରହିଥିବା ଚିନ୍ତା ଦୂର ହେବ। ପରିବାରେ ହସ ଓ ଖୁସିର ବାତାବରଣ ରହିବ। ସୁସ୍ଥ ରହିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story