ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି।
ବୃଷ: ଧନପ୍ରାପ୍ତିର ଯୋଗ ରହିଛି। ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ।
ମିଥୁନ: ପରିବାରରେ ମତାନ୍ତର ଦେଖାଦେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଉପହାର ପାଇବେ।
କର୍କଟ: ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପରିବାରରେ ବିଶୃଙ୍ଖଳା ସୃଷ୍ଟି ହୋଇପାରେ।
ସିଂହ: ଆଧ୍ୟାତ୍ମିକ କ୍ଷେତ୍ରରେ ମନ ଦେବେ। ବନ୍ଧୁଙ୍କ ସହ ସାକ୍ଷାତ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିଛି।
କନ୍ୟା: ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି।
ତୁଳା: ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। ଚିନ୍ତିତ ରହିବେ। ବିଦେଶରୁ ଶୁଭ ସମାଚାର ଶୁଣିବେ।
ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଯାତ୍ରା କରି ପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ କରିପାରନ୍ତି।
ଧନୁ: ଅର୍ଥପ୍ରାପ୍ତିର ଯୋଗ ରହିଛି। ମାନ-ସମ୍ମାନ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ସୁସ୍ଥ ରହିବେ।
ମକର: ଯାନବାହନ ସୁଖ ମିଳିବ।ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି।
କୁମ୍ଭ: ମକଦ୍ଦମାରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରି ପାରନ୍ତି।
ମୀନ: ନୂତନ କାର୍ଯ୍ୟ କରିପାରନ୍ତି। ମାନ-ସମ୍ମାନ ମିଳିବ। ପରିବାରରେ ଖୁସିର ବାତାବରଣ ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।