୧୫ ଜାନୁଆରୀ,ସୋମବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କୁ ଆଜି ଉପହାର ମିଳିବ

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ବୃଷ: ଧନପ୍ରାପ୍ତିର ଯୋଗ ରହିଛି। ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ମିଥୁନ: ପରିବାରରେ ମତାନ୍ତର ଦେଖାଦେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଉପହାର ପାଇବେ। କର୍କଟ: ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି।  ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପରିବାରରେ ବିଶୃଙ୍ଖଳା ସୃଷ୍ଟି ହୋଇପାରେ। ସିଂହ: ଆଧ୍ୟାତ୍ମିକ କ୍ଷେତ୍ରରେ ମନ ଦେବେ। ବନ୍ଧୁଙ୍କ ସହ ସାକ୍ଷାତ ହେବ। ଛାତ୍ରଛାତ୍ରୀଙ୍କ […]

zodaic

Rakesh Mallick
  • Published: Monday, 15 January 2018
  • , Updated: 15 January 2018, 08:03 AM IST

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି।

ବୃଷ: ଧନପ୍ରାପ୍ତିର ଯୋଗ ରହିଛି। ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ।

ମିଥୁନ: ପରିବାରରେ ମତାନ୍ତର ଦେଖାଦେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଉପହାର ପାଇବେ।

କର୍କଟ: ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି।  ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପରିବାରରେ ବିଶୃଙ୍ଖଳା ସୃଷ୍ଟି ହୋଇପାରେ।

ସିଂହ: ଆଧ୍ୟାତ୍ମିକ କ୍ଷେତ୍ରରେ ମନ ଦେବେ। ବନ୍ଧୁଙ୍କ ସହ ସାକ୍ଷାତ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିଛି।

କନ୍ୟା: ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି।

ତୁଳା: ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। ଚିନ୍ତିତ ରହିବେ। ବିଦେଶରୁ ଶୁଭ ସମାଚାର ଶୁଣିବେ।

ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଯାତ୍ରା କରି ପାରନ୍ତି। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ କରିପାରନ୍ତି।

ଧନୁ: ଅର୍ଥପ୍ରାପ୍ତିର ଯୋଗ ରହିଛି। ମାନ-ସମ୍ମାନ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ସୁସ୍ଥ ରହିବେ।

ମକର: ଯାନବାହନ ସୁଖ ମିଳିବ।ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି।

କୁମ୍ଭ: ମକଦ୍ଦମାରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରି ପାରନ୍ତି।

ମୀନ: ନୂତନ କାର୍ଯ୍ୟ କରିପାରନ୍ତି। ମାନ-ସମ୍ମାନ ମିଳିବ। ପରିବାରରେ ଖୁସିର ବାତାବରଣ ରହିବ।

Related story