୧୮ ଜାନୁଆରୀ,ଗୁରୁବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଶନିଦେବଙ୍କୁ ପୂଜା କରନ୍ତୁ। ବୃଷ: ମାନ-ସମ୍ମାନ ମିଳିବ। ପରିବାରରେ ଖୁସିର ବାତାବରଣ ରହିବ। ନୂତନ ଜିନିଷ କିଣି ପାରନ୍ତି।  ମିଥୁନ: ଅର୍ଥପ୍ରାପ୍ତିର ଯୋଗ ରହିଛି। ଖାଦ୍ୟ ଓ ପାନୀୟ ଉପରେ ଧ୍ୟାନ ରଖନ୍ତୁ। କ୍ରୋଧ ପରେ ନିୟନ୍ତ୍ରଣ ରଖନ୍ତୁ। କର୍କଟ:ମାନ-ସମ୍ମାନ ମିଳିବ। ଯାତ୍ରା କରି ପାରନ୍ତି। ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହିବ। ବ୍ୟବସାୟରେ ଲାଭବାନ ହେବେ। ସିଂହ: ଜୀବନସାଥୀଙ୍କ ସହଯୋଗ ମିଳିବ। ଅର୍ଥପ୍ରାପ୍ତିର […]

zodaic

Rakesh Mallick
  • Published: Thursday, 18 January 2018
  • , Updated: 18 January 2018, 08:06 AM IST

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଶନିଦେବଙ୍କୁ ପୂଜା କରନ୍ତୁ।

ବୃଷ: ମାନ-ସମ୍ମାନ ମିଳିବ। ପରିବାରରେ ଖୁସିର ବାତାବରଣ ରହିବ। ନୂତନ ଜିନିଷ କିଣି ପାରନ୍ତି।

 ମିଥୁନ: ଅର୍ଥପ୍ରାପ୍ତିର ଯୋଗ ରହିଛି। ଖାଦ୍ୟ ଓ ପାନୀୟ ଉପରେ ଧ୍ୟାନ ରଖନ୍ତୁ। କ୍ରୋଧ ପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ:ମାନ-ସମ୍ମାନ ମିଳିବ। ଯାତ୍ରା କରି ପାରନ୍ତି। ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହିବ। ବ୍ୟବସାୟରେ ଲାଭବାନ ହେବେ।

ସିଂହ: ଜୀବନସାଥୀଙ୍କ ସହଯୋଗ ମିଳିବ। ଅର୍ଥପ୍ରାପ୍ତିର ଯୋଗ ରହିଛି। ଯାନବାହାନ ଧ୍ୟାନର ସହ ଚଲାନ୍ତୁ।

କନ୍ୟା: ନୂତନ ଜିନିଷ କିଣି ପାରନ୍ତି। ଚାକିରିରେ ପରିବର୍ତ୍ତନ ହୋଇପାରେ। ଖର୍ଚ୍ଚ ବଢ଼ିବ।

ତୁଳା: ଶୁଭ ଖବର ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଯାତ୍ରା କରନ୍ତୁ ନାହିଁ।

ବିଚ୍ଛା: ପିଲାଙ୍କୁ ନେଇ ଚିନ୍ତିତ ରହିବେ। ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ଧନୁ: ଚାକିରିକୁ ନେଇ ଚିନ୍ତିତ ରହିବେ। ପରିବାରରେ ଖୁସିର ବାତାବରଣ ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ  ନାହଁ।

ମକର: ଯାନବାହନ ଦୁର୍ଘଟଣାରୁ ଦୂରେଇ ରୁହନ୍ତୁ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କୁମ୍ଭ:କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟ ଓ ପାନୀୟ ଉପରେ ଧ୍ୟାନ ରଖନ୍ତୁ। ଯାତ୍ରା କରନ୍ତୁ ନାହିଁ।

ମୀନ: ଉପହାର ପାଇବେ। ଚାକିରିରେ ପରିବର୍ତ୍ତନ କରି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

Related story