୨ ଜାନୁଆରୀ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଖାଦ୍ୟ ଓ ପାନୀୟ ଉପରେ ଧ୍ୟାନ ଦେବା ଉଚିତ

ମେଷ: ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ନୂତନ କାର୍ଯ୍ୟ କରିବା ପାଇଁ ଉତ୍ସାହ ବଢ଼ିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ବୃଷ: ସ୍ୱାସ୍ଥ୍ୟ ଭଲ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବ୍ୟବସାୟୀମାନେ ଲାଭବାନ ହେବେ। ଆର୍ଥିକ ସ୍ଥିତି ଭଲ ରହିବ। ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହ ଯାତ୍ରା କରି ପାରନ୍ତି। ଘରେ ହସ ଓ ଖୁସିର ବାତାବରଣ ରହିବ। କର୍କଟ: ବ୍ୟସ୍ତ ଭିତରେ […]

zodaic

Rakesh Mallick
  • Published: Tuesday, 02 January 2018
  • , Updated: 04 January 2018, 07:58 AM IST

ମେଷ: ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ନୂତନ କାର୍ଯ୍ୟ କରିବା ପାଇଁ ଉତ୍ସାହ ବଢ଼ିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି।

ବୃଷ: ସ୍ୱାସ୍ଥ୍ୟ ଭଲ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବ୍ୟବସାୟୀମାନେ ଲାଭବାନ ହେବେ। ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହ ଯାତ୍ରା କରି ପାରନ୍ତି। ଘରେ ହସ ଓ ଖୁସିର ବାତାବରଣ ରହିବ।

କର୍କଟ: ବ୍ୟସ୍ତ ଭିତରେ ରହିବେ। ଖର୍ଚ୍ଚ ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିପାରନ୍ତି। ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁଡ଼ ଖାଇ ଘରୁ ବାହାରନ୍ତୁ।

ସିଂହ: ସ୍ୱାସ୍ଥ୍ୟ ଭଲ ରହିବ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ଚାକିରିରେ ପଦୋନ୍ନତି ହୋଇପାରେ।

କନ୍ୟା: ପୁରୁଣା ବିବାଦ ସମାଧାନ ହୋଇପାରେ। ଧନପ୍ରାପ୍ତିର ଯୋଗ ରହିଛି। ବ୍ୟବସାୟରେ ଲାଭବାନ ହେବେ। ପରିବାରରେ ଖୁସିର ବାତାବରଣ ରହିବ।

ତୁଳା: ଦୂରଯାତ୍ରା କରିପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ। ବିବାହ ସ୍ଥିର ହୋଇପାରେ। ପିଲାଙ୍କ ନେଇ ଚିନ୍ତିତ ରହିବେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନହାନୀର ଯୋଗ ରହିଛି। ମିଠା ଦ୍ରବ୍ୟ ଦାନ କରନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ଧନୁ: ବିବାହକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧନ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ଦାୟିତ୍ୱ ବଢ଼ିପାରେ। ମାନସମ୍ମାନ ମିଳିବ।

ମକର: ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ପରିବାରରେ ସୁଖ ଓ ଶାନ୍ତିର ପରିବେଶ ରହିବ। ଶୁଭ ଖବର ମିଳିପାରେ।

କୁମ୍ଭ: ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ମୀନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଖାଦ୍ୟ ଓ ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ପରିବାର ସଦସ୍ୟଙ୍କ ସହଯୋଗ ମିଳିବ।

Related story