ପାଟକୁରା:ପୋଖରୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ

ପାଟକୁରା: କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକତା ଗାଁରେ ରବିବାର ପଞ୍ଚୁଦୋଳ ଖେଳି ସାରି ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସିଯିବାରୁ ବୁଡି ଯାଇ ଦୁଇ ଜଣ ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନବମ ଶ୍ରେଣୀର ମହେଶ୍ୱର ପାତ୍ର (୧୩) ଓ ଅଷ୍ଟମ ଶ୍ରେଣୀର ଗୌତମ ରଣା। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

2-student-died

2-student-died

Rakesh Mallick
  • Published: Sunday, 27 March 2016
  • Updated: 27 March 2016, 01:01 PM IST

Sports

Latest News

ପାଟକୁରା: କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକତା ଗାଁରେ ରବିବାର ପଞ୍ଚୁଦୋଳ ଖେଳି ସାରି ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସିଯିବାରୁ ବୁଡି ଯାଇ ଦୁଇ ଜଣ ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନବମ ଶ୍ରେଣୀର ମହେଶ୍ୱର ପାତ୍ର (୧୩) ଓ ଅଷ୍ଟମ ଶ୍ରେଣୀର ଗୌତମ ରଣା।

ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story