2-student-died
Advertisment
ପାଟକୁରା: କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକତା ଗାଁରେ ରବିବାର ପଞ୍ଚୁଦୋଳ ଖେଳି ସାରି ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସିଯିବାରୁ ବୁଡି ଯାଇ ଦୁଇ ଜଣ ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନବମ ଶ୍ରେଣୀର ମହେଶ୍ୱର ପାତ୍ର (୧୩) ଓ ଅଷ୍ଟମ ଶ୍ରେଣୀର ଗୌତମ ରଣା।
Advertisment
ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2016/03/2-student-died.jpg)