ରୁଷର କମାଣ୍ଡର ଆର୍ୟଲ୍ୟାଣ୍ଡରୁ ବୈଜ୍ଞାନିକ ମାନେ ଏକ କଙ୍ଗାଳ ଉଦ୍ଧାର କରିଛନ୍ତି। ଏହାର ଲମ୍ବ ୨୦ ଫୁଟ ରହିଛି। ତେବେ କଙ୍କାଳର ମୁଣ୍ଡନାହିଁ। ଏତେ ବଡ଼ କଙ୍କାଳ ଉଦ୍ଧର ପରେ ଅଞ୍ଚଳର ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ବୈଜ୍ଞାନିକମାନେ ଏହାକୁ କୌଣସି ଦାନବର କଙ୍କାଳ ବୋଲି କହିଥିଲେ।
ତେବେ ପରେ ପ୍ରକୃତ କଥା ଜଣାପଡିଥିଲା। ଏହା କୌଣସି ଦାନବ ନୁହେଁ ବରଂ ସମୁଦ୍ର ଗାଈର କଙ୍କାଳ ଥିଲା। ଏହି ସମୁଦ୍ର ଗାଇ ୩୦ ଫୁଟ ପର୍ଯ୍ୟନ୍ତ ଲମ୍ବା ହୋଇଥାନ୍ତି ଓ ଏମାନଙ୍କ ଓଜନ ୧୦ ଟନ ପର୍ଯ୍ୟନ୍ତ ହୋଇଥାଏ। ଏବେ ଏହି ଜୀବ ବିଲୁପ୍ତ ବୋଲି କୁହାଯାଉଛି। ହେଲେ କିଛି ଲୋକ ଏପରି ସମୁଦ୍ର ଗାଈ ଦେଖିଥିବା ଦାବି କରୁଛନ୍ତି।
ବୈଜ୍ଞାନିକଙ୍କ ଅନୁସାରେ, ସମୁଦ୍ର କୂଳରେ ଏକ କଙ୍କାଳ ବାହାରକୁ ବାହାରିଥିବା ଦେଖିବାକୁ ମିଳିଥିଲା। ଏହାପରେ ଉକ୍ତ ସ୍ଥାନକୁ ଖୋଳା ଯିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। କାରଣ କଙ୍କାଳଟି ଥିଲା ବିରାଟ କାୟ। କଙ୍କାଳଟିକୁ ଖୋଳି ସମ୍ପୂର୍ଣ୍ଣ ବାହାର କରିବାକୁ ୮ ଘଣ୍ଟା ସମୟ ଲାଗିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆମେରିକା ଝିଅ ହେଲେ ଓଡ଼ିଆ ବୋହୂ: ବଖାଣିଲେ କେମିତି ବଦଳିଲା ଜୀବନଶୈଳୀ
ଓଡ଼ିଆ ଯୁବକଙ୍କୁ ବବାହ କରି ବେଙ୍ଗାଲୁରୁରେ ରହୁଛନ୍ତି ଆମେରିକାର ହାନ୍ନା। କହିଲେ ସବୁ ବୋହୁ ମୋ ଭଳି ଭାଗ୍ୟବତୀ ନୁହନ୍ତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।