୨୩ ଡିସେମ୍ୱର, ଶନିବାର: ଜାଣନ୍ତୁ କେଉଁ ରାଶିର ଲୋକେ ପାନପତ୍ର ଖାଇ ଘରୁ ବାହାରିବା ଉଚିତ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି। ବୃଷ: ମାନ-ସମ୍ମାନ ବଢ଼ିବ। କାର୍ଯ୍ୟରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତିର ଯୋଗ ରହିଛି। ମିଥୁନ: ଅସୁସ୍ଥ ଅନୁଭବ କରିବେ। ଚାକିରିରେ ପରିବର୍ତ୍ତନ ହୋଇପାରେ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। କର୍କଟ:ମାନ-ସମ୍ମାନ ବଢ଼ିବ। କାର୍ଯ୍ୟରେ ସଫଳତା ପାଇବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ସିଂହ: ଚାକିରିରେ ପରିବର୍ତ୍ତନର ଯୋଗ ରହିଛି। ସ୍ୱାସ୍ଥ୍ୟ […]

zodaic-

Rakesh Mallick
  • Published: Saturday, 23 December 2017
  • , Updated: 23 December 2017, 07:59 AM IST

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି।

ବୃଷ: ମାନ-ସମ୍ମାନ ବଢ଼ିବ। କାର୍ଯ୍ୟରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତିର ଯୋଗ ରହିଛି।

ମିଥୁନ: ଅସୁସ୍ଥ ଅନୁଭବ କରିବେ। ଚାକିରିରେ ପରିବର୍ତ୍ତନ ହୋଇପାରେ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

କର୍କଟ:ମାନ-ସମ୍ମାନ ବଢ଼ିବ। କାର୍ଯ୍ୟରେ ସଫଳତା ପାଇବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ସିଂହ: ଚାକିରିରେ ପରିବର୍ତ୍ତନର ଯୋଗ ରହିଛି। ସ୍ୱାସ୍ଥ୍ୟ ଭଲ ରହିବ। ପିଲାଙ୍କୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ହେବ।

କନ୍ୟା: ବ୍ୟସ୍ତତା ଭିତରେ ଦିନ କଟିବ। ଧନପ୍ରାପ୍ତିର ଯୋଗ ରହିଛି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ତୁଳା: ଅସୁସ୍ଥ ଅନୁଭବ କରିବେ। ପରିବାରରେ ଖୁସିର ବାତାବରଣ ରହିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ନୂତନ ଯାନବାହନ କିଣି ପାରନ୍ତି।

ବିଚ୍ଛା: ଆର୍ଥିକ କ୍ଷତି ସହିବାକୁ ପଡ଼ିପାରେ। ପରିବାର ଳୋକଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିବେ।

ଧନୁ: ଭବିଷ୍ୟତ ପାଇଁ ଆର୍ଥିକ ଯୋଜନା କରିପାରନ୍ତି। କାର୍ଯ୍ୟରେ ସଫଳତା ମିଳିବ। ନକାରାତ୍ମକ ଚିନ୍ତା କରନ୍ତୁ ନାହିଁ।

ମକର: ସ୍ୱାସ୍ଥ୍ୟ ଭଲ ରହିବ। ଛାତ୍ରଛାତ୍ରୀମାନେ ସଫଳତା ପାଇବେ। ଘରେ ସୁଖ ଶାନ୍ତିର ପରିବେଶ ରହିବ।

କୁମ୍ଭ: ବନ୍ଧୁଙ୍କ ସହ ଯାତ୍ରା କରି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ମୀନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପାନ ପତ୍ର ଖାଇ ଘରୁ ବାହାରନ୍ତୁ।

Related story