୨୬ ଡିସେମ୍ୱର, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ଲୋକେ ବ୍ୟସ୍ତ ଭିତରେ ରହିବେ

ମେଷ: ଖାଦ୍ୟ ଓ ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁଡ଼ ଖାଇ ଘରୁ ବାହାରନ୍ତୁ। ବୃଷ: ଯାନବାହନ ସୁଖ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ସୁସ୍ଥ ଅନୁଭବ କରିବେ। ଘରେ ସୁଖ ଓ ଶାନ୍ତିର ବାତାବରଣ ରହିବ। କର୍କଟ:ମାନ-ସମ୍ମାନ ମିଳିବ। ବ୍ୟବସାୟରେ ଲଭବାନ ହେବେ। ଅର୍ଥ ପ୍ରାପ୍ତିର ଯୋଗ ରହିଛି। ସିଂହ: […]

zodaic

zodaic

Rakesh Mallick
  • Published: Tuesday, 26 December 2017
  • Updated: 26 December 2017, 08:10 AM IST

ମେଷ: ଖାଦ୍ୟ ଓ ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁଡ଼ ଖାଇ ଘରୁ ବାହାରନ୍ତୁ।

ବୃଷ: ଯାନବାହନ ସୁଖ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ସୁସ୍ଥ ଅନୁଭବ କରିବେ। ଘରେ ସୁଖ ଓ ଶାନ୍ତିର ବାତାବରଣ ରହିବ।

କର୍କଟ:ମାନ-ସମ୍ମାନ ମିଳିବ। ବ୍ୟବସାୟରେ ଲଭବାନ ହେବେ। ଅର୍ଥ ପ୍ରାପ୍ତିର ଯୋଗ ରହିଛି।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

କନ୍ୟା:କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ୟାରିଅର୍‌ରେ ପରିବର୍ତ୍ତନର ଯୋଗ ରହିଛି। ଯାତ୍ରା କରି ପାରନ୍ତି।

ତୁଳା: ନୂତନ କାର୍ଯ୍ୟ କରିପାରନ୍ତି। ବ୍ୟସ୍ତତା ଭିତରେ ରହିବେ। ବ୍ୟବସାୟରେ ଲାଭବାନ ହେବେ। ଘରେ ସୁଖ ଓ ଶାନ୍ତିର ବାତାବରଣ ରହିବ।

ବିଚ୍ଛା: ଅର୍ଥ ପ୍ରାପ୍ତିର ଯୋଗ ରହିଛି। ଅଟକି ରହିଥିବା ଧନ ମିଳିବ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଅସୁସ୍ଥ ଅନୁଭବ କରିବେ।

ଧନୁ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପରିବାରରେ ସୁଖ ଓ ଶାନ୍ତିର ବାତାବରଣ ରହିବ।

ମକର: ବ୍ୟବସାୟରେ ଲାଭବାନ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି।

କୁମ୍ଭ: ସ୍ୱାସ୍ଥ୍ୟ ଭଲ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମୀନ: ସୁସ୍ଥ ରହିବେ। ଘରେ ସୁଖ ଓ ଶାନ୍ତିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos