ମେଷ: ଖାଦ୍ୟ ଓ ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁଡ଼ ଖାଇ ଘରୁ ବାହାରନ୍ତୁ।
ବୃଷ: ଯାନବାହନ ସୁଖ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ସୁସ୍ଥ ଅନୁଭବ କରିବେ। ଘରେ ସୁଖ ଓ ଶାନ୍ତିର ବାତାବରଣ ରହିବ।
କର୍କଟ:ମାନ-ସମ୍ମାନ ମିଳିବ। ବ୍ୟବସାୟରେ ଲଭବାନ ହେବେ। ଅର୍ଥ ପ୍ରାପ୍ତିର ଯୋଗ ରହିଛି।
ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।
କନ୍ୟା:କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ୟାରିଅର୍ରେ ପରିବର୍ତ୍ତନର ଯୋଗ ରହିଛି। ଯାତ୍ରା କରି ପାରନ୍ତି।
ତୁଳା: ନୂତନ କାର୍ଯ୍ୟ କରିପାରନ୍ତି। ବ୍ୟସ୍ତତା ଭିତରେ ରହିବେ। ବ୍ୟବସାୟରେ ଲାଭବାନ ହେବେ। ଘରେ ସୁଖ ଓ ଶାନ୍ତିର ବାତାବରଣ ରହିବ।
ବିଚ୍ଛା: ଅର୍ଥ ପ୍ରାପ୍ତିର ଯୋଗ ରହିଛି। ଅଟକି ରହିଥିବା ଧନ ମିଳିବ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଅସୁସ୍ଥ ଅନୁଭବ କରିବେ।
ଧନୁ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପରିବାରରେ ସୁଖ ଓ ଶାନ୍ତିର ବାତାବରଣ ରହିବ।
ମକର: ବ୍ୟବସାୟରେ ଲାଭବାନ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି।
କୁମ୍ଭ: ସ୍ୱାସ୍ଥ୍ୟ ଭଲ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ମୀନ: ସୁସ୍ଥ ରହିବେ। ଘରେ ସୁଖ ଓ ଶାନ୍ତିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ।