୨୮ ଡିସେମ୍ୱର, ଗୁରୁବାର: ଜାଣନ୍ତୁ କେଉଁ ରାଶିର ଲୋକେ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଉଚିତ

ମେଷ: କ୍ୟାରିଅରରେ ସଫଳତା ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବୃଷ: ପରିବାରରେ ସମସ୍ୟା ଦେଖାଦେଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିଛି। ମିଥୁନ: ପରିବାରରେ ସୁଖ ଓ ଶାନ୍ତିର ବାତାବରଣ ରହିବ । ଯାତ୍ରାର ଯୋଗ ରହିଛି। ସାହାସର ସହ କାମ କରନ୍ତୁ ସଫଳତା ମିଳିବ। କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବନ୍ଧୁଙ୍କ ସହ ଯାତ୍ରା କରି ପାରନ୍ତି। ଘର ପାଇଁ ଜିନିଷ […]

zodaic

zodaic

Rakesh Mallick
  • Published: Thursday, 28 December 2017
  • Updated: 28 December 2017, 07:54 AM IST

Sports

Latest News

ମେଷ: କ୍ୟାରିଅରରେ ସଫଳତା ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ବୃଷ: ପରିବାରରେ ସମସ୍ୟା ଦେଖାଦେଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିଛି।

ମିଥୁନ: ପରିବାରରେ ସୁଖ ଓ ଶାନ୍ତିର ବାତାବରଣ ରହିବ । ଯାତ୍ରାର ଯୋଗ ରହିଛି। ସାହାସର ସହ କାମ କରନ୍ତୁ ସଫଳତା ମିଳିବ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବନ୍ଧୁଙ୍କ ସହ ଯାତ୍ରା କରି ପାରନ୍ତି। ଘର ପାଇଁ ଜିନିଷ କିଣି ପାରନ୍ତି।

ସିଂହ: କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ। ଅର୍ଥପ୍ରାପ୍ତିର ଯୋଗ ରହିଛି। ଅସୁସ୍ଥ ଅନୁଭବ କରିବେ।

କନ୍ୟା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବ୍ୟସ୍ତ ଭିତରେ ରହିବେ। ନୂତନ କର୍ଯ୍ୟ କରି ପାରନ୍ତି।

ତୁଳା: ଆର୍ଥିକ ସ୍ଥିତି ଭଲ ରହିବ। ବିବାହ ସ୍ଥିର ହୋଇପାରେ। ମାନ-ସମ୍ମାନ ମିଳିବ।

ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।  ଘରକୁ ଅତିଥି ଆସି ପାରନ୍ତି। କାମରେ ସଫଳତା ମିଳିବ।

ଧନୁ: ଜୀବନସାଥୀଙ୍କ ସହଯୋଗ ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ମକର: ଖର୍ଚ୍ଚ ବଢ଼ିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି କଥାକୁ ନେଇ ପରିବାରରେ ମନମାଳିନ୍ୟ ଦେଖା ଦେଇ ପାରେ।

କୁମ୍ଭ: ଯାତ୍ରା କରି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମୀନ: ସ୍ୱାସ୍ଥ୍ୟ ଭଲ ରହିବ। ମାନ-ସମ୍ମାନ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos