ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲା: ଅବସରପ୍ରାପ୍ତ ଆଇଏଏସ୍‌ଙ୍କୁ ୩ ବର୍ଷ ଜେଲ୍

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଅବସରପ୍ରାପ୍ତ ଆଇଏଏସ୍ ହିମାଂଶୁ ସାମନ୍ତରାୟଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଏହା ସହିତ ୨୦ ଲକ୍ଷ ଟଙ୍କା ଜରିମାନା ଦେବାକୁ ବି ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୦୮ରେ ହିମାଂଶୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ତାଙ୍କଠାରୁ ୮୦ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ମିଳିଥିଲା। ସେ ସେତେବେଳ ଉଠା ଜଳସେଚନ ନିଗମର ଏମ୍‌ଡି ଥିଲେ।

bribe

bribe

Rakesh Mallick
  • Published: Thursday, 11 August 2016
  • Updated: 11 August 2016, 03:26 PM IST

Sports

Latest News

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଅବସରପ୍ରାପ୍ତ ଆଇଏଏସ୍ ହିମାଂଶୁ ସାମନ୍ତରାୟଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଏହା ସହିତ ୨୦ ଲକ୍ଷ ଟଙ୍କା ଜରିମାନା ଦେବାକୁ ବି ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

୨୦୦୮ରେ ହିମାଂଶୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ତାଙ୍କଠାରୁ ୮୦ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ମିଳିଥିଲା। ସେ ସେତେବେଳ ଉଠା ଜଳସେଚନ ନିଗମର ଏମ୍‌ଡି ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story