ମେଷ: ଚାକିରିରେ ପରିବର୍ତ୍ତନର ଯୋଗ ରହିଛି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରନ୍ତୁ ନାହିଁ।
ବୃଷ: ଦୀର୍ଘ ଦିନ ଧରି ଲାଗି ରହିଥିବା ବିବାଦର ସମାଧାନ ହେବ। ପରିବାରରେ ଖୁସିର ବାତାବରଣ ରହିବ। ବ୍ୟବସାୟରେ ଲାଭବାନ ହେବ।
ମିଥୁନ: ଯାନବାହାନ ସୁଖ ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। କାର୍ଯ୍ୟ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପରିବାରରେ ଖୁସିର ବାତାବରଣ ରହିବ।
କର୍କଟ: ନୂତନ ବନ୍ଧୁ କରିପାରନ୍ତି। କୌଣସି ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ମାନସିକ ଚିନ୍ତାରୁ ଦୂରେଇ ରହିବେ।
ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।
କନ୍ୟା: ଧନ ପ୍ରାପ୍ତିର ଯୋଗ ରହିଛି। ଯାତ୍ରା କରିପାରନ୍ତି। ପଦନ୍ନୋତି ହୋଇପାରେ।
ତୁଳା:ବ୍ୟସ୍ତ ଭିତରେ ରହିବେ। ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବ। ମାନ-ସମ୍ମାନ ବଢ଼ିବ। ଘରେ ଖୁସିର ବାତାବରଣ ରହିବ।
ବିଚ୍ଛା: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଚାକିରିରେ ପରିବର୍ତ୍ତନର ଯୋଗ ରହିଛି। ଆର୍ଥିକ ସ୍ଥିତି ଭଲ ରହିବ।
ଧନୁ: ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।
ମକର: ବ୍ୟସ୍ତ ଭିତରେ ରହିବେ। ଧନପ୍ରାପ୍ତିର ଯୋଗ ରହିଛି। ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଲାଭବାନ ହେବେ।
କୁମ୍ଭ: ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।
ମୀନ: ପରିବାରରେ ଖୁସିର ବାତାବରଣ ରହିବ। ଛାତ୍ରଛାତ୍ରୀଙ୍କ ଦିନଟି ଭଲ ରହିଛି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।